ଚିତ୍ର ଉଠାଇ ଛିଦ୍ର ଦେଖାଇଲେ ଅପରାଜିତା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱର ଉବୁଟୁବୁ ହେଉଥିବା ବେଳେ ସ୍ମାର୍ଟସିଟିର ଅବସ୍ଥାକୁ ନେଇ ଟ୍ୱିଟ୍ କରିଛନ୍ତି ସାଂସଦ ଅପରାଜିତା ଷ଼ଡଙ୍ଗୀ।  ରାଜଧାନୀର କିଛି ଫଟୋ ସେୟାର କରି ଅପରାଜିତା ଲେଖିଛନ୍ତି, ଏହା ହେଉଛି ଆମର ସ୍ମାର୍ଟସିଟି । ୨୧ ବର୍ଷର ଶାସନ ପରେ ସ୍ଥିତି ଏଭଳି ରହିଛି।   କେନ୍ଦ୍ର ସରକାରଙ୍କ ପାର୍ଲାମେଣ୍ଟାରୀ ଷ୍ଟାଣ୍ଡିଂ କମିଟି ରାଜ୍ୟ ସରକାରଙ୍କୁ ଡ୍ରେନେଜ୍ ଡେଭଲପମେଣ୍ଟ ପ୍ଲାନ ନେଇ ପରାମର୍ଶ ଦେଇଥିବା ବେଳେ ଏହା ରାଜ୍ୟ ସରକାରଙ୍କ ଅଳସୁଆମୀ ନା […]

aparajita

aparajita

Tapas Behera
  • Published: Sunday, 12 September 2021
  • Updated: 12 September 2021, 09:43 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱର ଉବୁଟୁବୁ ହେଉଥିବା ବେଳେ ସ୍ମାର୍ଟସିଟିର ଅବସ୍ଥାକୁ ନେଇ ଟ୍ୱିଟ୍ କରିଛନ୍ତି ସାଂସଦ ଅପରାଜିତା ଷ଼ଡଙ୍ଗୀ।  ରାଜଧାନୀର କିଛି ଫଟୋ ସେୟାର କରି ଅପରାଜିତା ଲେଖିଛନ୍ତି, ଏହା ହେଉଛି ଆମର ସ୍ମାର୍ଟସିଟି । ୨୧ ବର୍ଷର ଶାସନ ପରେ ସ୍ଥିତି ଏଭଳି ରହିଛି।   କେନ୍ଦ୍ର ସରକାରଙ୍କ ପାର୍ଲାମେଣ୍ଟାରୀ ଷ୍ଟାଣ୍ଡିଂ କମିଟି ରାଜ୍ୟ ସରକାରଙ୍କୁ ଡ୍ରେନେଜ୍ ଡେଭଲପମେଣ୍ଟ ପ୍ଲାନ ନେଇ ପରାମର୍ଶ ଦେଇଥିବା ବେଳେ ଏହା ରାଜ୍ୟ ସରକାରଙ୍କ ଅଳସୁଆମୀ ନା ଉଦାସୀନତା ବୋଲି ପ୍ରଶ୍ନ କରିଛନ୍ତି ସାଂସଦ ।
https://twitter.com/AprajitaSarangi/status/1437071216733417477?s=20

ସୂଚନା ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଆଉ ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଜାରି ରହିଛି ବର୍ଷା । ଗତକାଲିଠାରୁ ଝିପଝିପ ବର୍ଷା ହେଉଥିବା ବେଳେ ଆଜି ସକାଳଠୁ ପ୍ରବଳ ବର୍ଷା ହେଉଛି। ଆଜି ସକାଳ ୮ଟା ୩୦ରୁ ସଂଧ୍ୟା ୫ଟା ୩୦ ମଧ୍ୟରେ ପୁରୀରେ ସର୍ବାଧିକ ୧୪୫ ଓ ଭୁବନେଶ୍ୱରରେ ୧୧୯ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ଅବପାତରେ ପରିଣତ ହେବାର ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ବର୍ଷାର ପରିମାଣ ବି ବଢ଼ିବ।  ସେଥିପାଇଁ ଆଜି ୭ ଜିଲ୍ଲା ଓ ଆସନ୍ତାକାଲି ୫ ଜିଲ୍ଲାରେ ଜାରି କରାଯାଇଛି ରେଡ୍ ଓ୍ୱାର୍ଣ୍ଣିଂ। ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ବେହାଲ ରାଜଧାନୀ ଭୁବନେଶ୍ୱର । ଇସ୍କନ ମନ୍ଦିର ସମ୍ମୁଖରେ କୃତ୍ରିମ ବନ୍ୟା ସ୍ଥିତି । ବୁଡିଲା ବୋଲେରୋ, ଭାସିଲା ଟ୍ରାକ୍ଟର । ଜାତୀୟ ରାଜପଥରେ ଘଂଟା ଘଂଟା ଧରି ଚାଲିଲା ପାଣିର ପ୍ରବଳ ସୁଅ । ସମାନ ସ୍ଥିତି ରାଜଧାନୀର ବମିଖାଲ ଅଂଚଳରେ ରାସ୍ତା ଉପରେ ଅଣ୍ଟାଏ ପାଣି।  ଘର, ଆପାର୍ଟମେଣ୍ଟ ଭିତରେ ବି ପାଣି ପଶିଲା । ଗାଡି ମୋଟର ବୁଡ଼ିଯାଇଥିଲା। ଲଗାଣ ବର୍ଷାରେ ବେହାଲ ରାଜଧାନୀ।   ମୂଷଳଧାରାରେ ବର୍ଷା ଆରମ୍ଭ ହୋଇଗଲା। ଏମିତି ବର୍ଷା ହୋଇଥିଳା ଯେ, ପୂରା ରାଜଧାନୀ ଜଳାର୍ଣ୍ଣବ ହୋଇଗଲା।  ରାସ୍ତାଘାଟରୁ ଆରମ୍ଭ କରି ଗଳିକନ୍ଦି ପର୍ଯ୍ୟନ୍ତ ସବୁଠି ବର୍ଷା ଓ ନର୍ଦ୍ଦମା ପାଣି ମିଶି ଏକାକାର ହୋଇଯାଇଛି । କେଉଁଠି ଲୋକଙ୍କ ଘରେ ପାଣି ପଶିଗଲା ତ କେଉଁଠି ରାସ୍ତାରେ କାର୍‌, ଅଟୋ ଆଦି ଭାସିଲା। ପ୍ରବଳ ବର୍ଷା ରାଜଧାନୀର ବସ୍ତିଠୁ ‌ନେଇ କଲୋନି ଓ ଆପାର୍ଟମେଣ୍ଟ ବାସିନ୍ଦାଙ୍କୁ ବି ଏକରକମ ଜଳବନ୍ଦୀ କରିଦେଇଛି ।  ଆଜିର ବର୍ଷାରେ ନୂଆପଲ୍ଲୀ ସ୍ଥିତ ଇସ୍କନ୍ ମନ୍ଦିର ସମ୍ମୁଖରେ ଚିରାଚରିତ ଢ଼ଙ୍ଗରେ କୁତ୍ରିମ ନଦୀର ଆକାର ଧାରଣ କରିଛି। ସମୁଦ୍ରର ଭ୍ରମ ସୃଷ୍ଟି କରୁଥିବା ବର୍ଷା ପାଣିରେ ବହୁ ଗାଡ଼ି ପାଣିରେ ଫସିଯାଇଥିବାବେଳେ ବହୁ ଗାଡ଼ି ଅଧା ବାଟରେ ଅଟକି ଯାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story