ଭୁବନେଶ୍ୱର: ଠକେଇ ଅଭିଯୋଗରେ ରିଅଲ ଇଷ୍ଟେଟ୍ ସଂସ୍ଥା ବ୍ରୁକସନ ଇନଫାଷ୍ଟ୍ରକଚର ଲିମିଟେଡ ଏମଡି ଗିରଫ। ତାଙ୍କ ନାଁ ପୂର୍ଣ୍ଣ ଚନ୍ଦ୍ର ପଣ୍ଡା। ପୂର୍ଣ୍ଣଚନ୍ଦ୍ରଙ୍କୁ ଭୁବନେଶ୍ୱରରୁ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା- ଇଓଡବ୍ଲୁ ଗିରଫ କରିଛି। ପୂର୍ଣ୍ଣଚନ୍ଦ୍ରଙ୍କ ନାଁରେ ୩୫ କୋଟି ଟଙ୍କାର ଠକେଇ ଅଭିଯୋଗ ରହିଛି। ଚନ୍ଦକାରେ ଜମି ଯୋଗାଇ ଦେବାକୁ କହି ସେ ଠକିଥିବା ଅଭିଯୋଗ ହୋଇଥିଲା। କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ତାଙ୍କୁ ଏହି ଠକେଇ ସମ୍ପର୍କରେ ପଚରାଉଚରା କରିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।