ରାସ୍ତା ନିର୍ମାଣ ନ ହେଲେ ଭୋଟ ବର୍ଜନ କରିବେ ଗ୍ରାମବାସୀ

ଭଦ୍ରକ(ତପନ ସ୍ୱାଇଁ): ରାସ୍ତା ନିର୍ମାଣ ନ ହେଲେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ଭଣ୍ଡାରୀପୋଖରୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବରଡେଶ୍ୱର ବାସିନ୍ଦା। ଏହାର ପ୍ରତିବାଦରେ ଭଦ୍ରକ ଜିଲ୍ଲାପାଳଙ୍କ ଅଫିସ ଆଗରେ ଆନ୍ଦୋଳନ କରିଛନ୍ତି। ବରଡେଶ୍ୱର ଗାଁରୁ ଦଣ୍ଡ (ଚିନାମାଳି) ପର୍ଯ୍ୟନ୍ତ ଦୀର୍ଘ ୪ କିଲୋମିଟର ରାସ୍ତା ନିର୍ମାଣ କରିବାକୁ ଦାବି କରିଛନ୍ତି ଗ୍ରାମବାସୀ। ରାସ୍ତା ସମସ୍ୟା ନେଇ ଅନେକ ଥର ଜନପ୍ରତିନିଧି ଓ ଜିଲ୍ଲା ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ତେଣୁ ଖୁବଶୀଘ୍ର […]

ttttttttttttt00000000000000

ttttttttttttt00000000000000

Tapaswini Nayak
  • Published: Thursday, 04 April 2019
  • Updated: 04 April 2019, 05:58 PM IST

Sports

Latest News

ଭଦ୍ରକ(ତପନ ସ୍ୱାଇଁ): ରାସ୍ତା ନିର୍ମାଣ ନ ହେଲେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ଭଣ୍ଡାରୀପୋଖରୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବରଡେଶ୍ୱର ବାସିନ୍ଦା। ଏହାର ପ୍ରତିବାଦରେ ଭଦ୍ରକ ଜିଲ୍ଲାପାଳଙ୍କ ଅଫିସ ଆଗରେ ଆନ୍ଦୋଳନ କରିଛନ୍ତି।
ବରଡେଶ୍ୱର ଗାଁରୁ ଦଣ୍ଡ (ଚିନାମାଳି) ପର୍ଯ୍ୟନ୍ତ ଦୀର୍ଘ ୪ କିଲୋମିଟର ରାସ୍ତା ନିର୍ମାଣ କରିବାକୁ ଦାବି କରିଛନ୍ତି ଗ୍ରାମବାସୀ। ରାସ୍ତା ସମସ୍ୟା ନେଇ ଅନେକ ଥର ଜନପ୍ରତିନିଧି ଓ ଜିଲ୍ଲା ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ତେଣୁ ଖୁବଶୀଘ୍ର ରାସ୍ତା ନିର୍ମାଣ କାମ ସାରିବାକୁ ଦାବି କରିଛନ୍ତି ଗ୍ରାମବାସୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos