ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ୍‌କୁ ନେଇ ବେଟିଂ, ୩ ଗିରଫ

ଗୁଣପୁର(ଇନ୍ଦ୍ରଜିତ୍ କୁମାର ପଣ୍ଡା): ଆଜି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ୍ ଫାଇନାଲ୍ ମ୍ୟାଚ୍ ଖେଳା ଯାଉଥିବା ବେଳେ ଏଥିପାଇଁ ବେଟିଂ କରିବା ଅଭିଯୋଗରେ ୩ ଜଣ ବ୍ୟକ୍ତିଙ୍କୁ ରାୟଗଡ଼ା ଜିଲ୍ଲା ଗୁଣପୁର ପୁଲିସ୍‌ ଗିରଫ କରିଛି। ସେମାନେ ହେଲେ ଗୁଣପୁର ଥାନା ଅନ୍ତର୍ଗତ ସୁଭଦ୍ରାପୁରର ପିଚିକି ଇଶ୍ୱର ରାଓ, ଜେଲ୍‌ପେଟା ସାହିର ଡାଟି ରମେଶ ଓ ବାଉରୀ ଦାହିର ସନ୍ତୋଷ ବାଉରୀ।ସେମାନଙ୍କଠାରୁ ପୁଲିସ୍‌ ୧ଲକ୍ଷ ୨୬ ହଜାର ଟଙ୍କା, ୬ଟି ମୋବାଇଲ, ୩ଟି […]

arrest

arrest

Jyoshna Pradhan
  • Published: Sunday, 08 March 2020
  • Updated: 08 March 2020, 01:47 PM IST

Sports

Latest News

ଗୁଣପୁର(ଇନ୍ଦ୍ରଜିତ୍ କୁମାର ପଣ୍ଡା): ଆଜି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ୍ ଫାଇନାଲ୍ ମ୍ୟାଚ୍ ଖେଳା ଯାଉଥିବା ବେଳେ ଏଥିପାଇଁ ବେଟିଂ କରିବା ଅଭିଯୋଗରେ ୩ ଜଣ ବ୍ୟକ୍ତିଙ୍କୁ ରାୟଗଡ଼ା ଜିଲ୍ଲା ଗୁଣପୁର ପୁଲିସ୍‌ ଗିରଫ କରିଛି। ସେମାନେ ହେଲେ ଗୁଣପୁର ଥାନା ଅନ୍ତର୍ଗତ ସୁଭଦ୍ରାପୁରର ପିଚିକି ଇଶ୍ୱର ରାଓ, ଜେଲ୍‌ପେଟା ସାହିର ଡାଟି ରମେଶ ଓ ବାଉରୀ ଦାହିର ସନ୍ତୋଷ ବାଉରୀ।ସେମାନଙ୍କଠାରୁ ପୁଲିସ୍‌ ୧ଲକ୍ଷ ୨୬ ହଜାର ଟଙ୍କା, ୬ଟି ମୋବାଇଲ, ୩ଟି ଏଟିଏମ୍ କାର୍ଡ ଓ ଦୁଇଟି ବାଇକ୍‌ ଜବତ କରିଛି।

ଏହି ୩ ଜଣ ଅନ୍‌ ଲାଇନ୍‌ରେ ବେଟିଂ କରୁଥିବା ଖବର ପାଇ ପୁଲିସ୍ ଗତକାଲି ସେମାନଙ୍କୁ ପଚରାଉଚରା କରିଥିଲା। ଏହାପରେ ଆଜି ସେମାନଙ୍କୁ ଗିରଫ କରିଛି।

ଏହି ତିନି ଜଣ ବ୍ୟକ୍ତି ମହିଳା ସୁପର ଲିଗ୍‌ ଓ ପାକିସ୍ତାନର ସୁପର ଲିଗ୍‌ରେ ମଧ୍ୟ ବେଟିଂ କରିଥିବା ଅନୁସନ୍ଧାନରୁ ଜଣାପଡ଼ିଛି। ଏହି ଘଟଣାରେ ସଂପୃକ୍ତି ଥିବା ପ୍ରାୟ ୧୫ ଜଣ ଫେରାର୍ ଥିବା ଜଣାପଡ଼ିଛି। ଏହି ବେଟିଂର ଚେର ହ୍ରାଇଦ୍ରାବାଦ ଓ ଛତିଶଗଡ଼କୁ ଲମ୍ୱିଥିବା ପୁଲିସ୍ ଅନୁମାନ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story