Advertisment

ବିଏମ୍‌ସିର ୩ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ୩ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ଇଞ୍ଜିନିୟର ଓ ଜଣେ ଡ୍ରାଇଭର ଅଛନ୍ତି। ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଏହି ସୂଚନା ଦେଇଛନ୍ତି। ୩ କରୋନା ଆକ୍ରାନ୍ତ ଚିହ୍ନଟ ପରେ ବିଏମ୍‌ସିର ଇଞ୍ଜିନିୟରିଂ ବିଭାଗ ସିଲ୍ କରି ଆଯାଇଛି। ଏଥିସହ ବିଭାଗର ସମସ୍ତ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ୩ ଆକ୍ରାନ୍ତଙ୍କର ଟ୍ରାଭେଲ୍ ହିଷ୍ଟ୍ରି ରହିଥିବା […]

ଅଦ୍ୟତନ ହୋଇଛି
ଭୁବନେଶ୍ୱରରୁ ଚିହ୍ନଟ ହେଲେ ୧୨ ଆକ୍ରାନ୍ତ , ୮ ଲୋକାଲ କେସ୍‌

corona-39

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ୩ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ଇଞ୍ଜିନିୟର ଓ ଜଣେ ଡ୍ରାଇଭର ଅଛନ୍ତି। ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଏହି ସୂଚନା ଦେଇଛନ୍ତି।

Advertisment

୩ କରୋନା ଆକ୍ରାନ୍ତ ଚିହ୍ନଟ ପରେ ବିଏମ୍‌ସିର ଇଞ୍ଜିନିୟରିଂ ବିଭାଗ ସିଲ୍ କରି ଆଯାଇଛି। ଏଥିସହ ବିଭାଗର ସମସ୍ତ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ୩ ଆକ୍ରାନ୍ତଙ୍କର ଟ୍ରାଭେଲ୍ ହିଷ୍ଟ୍ରି ରହିଥିବା ଜଣାପଡ଼ିଛି। ତେବେ ସେମାନେ କେବଳ ଅନ୍ୟ ଜିଲ୍ଲାକୁ ଯାଇଥିଲେ।

Advertisment
Bhubaneswar Coronavirus Bmc
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe