ତେଲ ନଦୀରେ ବୁଡ଼ିଗଲେ ତିନି ଶିଶୁ

ଉମରକୋଟ (କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲା ତୋହରା କୋଟଲଡିହି ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ତେଲ ନଦୀରେ ବୁଡ଼ି ଯାଇ ତିନି ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁଙ୍କ ମଧ୍ୟରେ ଦୁଇ ଝିଅ ଥିବାବେଳେ ଜଣେ ପୁଅ ଥିବା ଜଣାପଡ଼ିଛି। ମୃତ ୩ ଶିଶୁଙ୍କ ବୟସ ୪ରୁ ୬ ବର୍ଷ ମଧ୍ୟରେ ହେବ। ତିନି ଜଣ ଶିଶୁ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ି ଯାଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତିନି ଜଣଙ୍କ […]

drownn

Tapaswini Nayak
  • Published: Thursday, 06 August 2020
  • , Updated: 06 August 2020, 02:44 PM IST

ଉମରକୋଟ (କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲା ତୋହରା କୋଟଲଡିହି ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ତେଲ ନଦୀରେ ବୁଡ଼ି ଯାଇ ତିନି ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁଙ୍କ ମଧ୍ୟରେ ଦୁଇ ଝିଅ ଥିବାବେଳେ ଜଣେ ପୁଅ ଥିବା ଜଣାପଡ଼ିଛି। ମୃତ ୩ ଶିଶୁଙ୍କ ବୟସ ୪ରୁ ୬ ବର୍ଷ ମଧ୍ୟରେ ହେବ।

ତିନି ଜଣ ଶିଶୁ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ି ଯାଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତିନି ଜଣଙ୍କ ମୃତଦେହ ଉଦ୍ଧାର କରିଛି।

Related story