ପଥର ତଳେ ଚାପିହୋଇ ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ବ୍ରହ୍ମପୁର(ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରରେ ଅଘଟଣ ଘଟିଛି। ପଥର କାଟିବା ବେଳେ ଅତଡ଼ା ଧସିବାରୁ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତିନି ଶ୍ରମିକଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ଜଣାପଡିଛି। ଖଲ୍ଲିକୋଟର ଭକ୍ତ ପରିଡ଼ା, ଟାଙ୍କଣପାଲି ଗାଁର ପଙ୍କଜ ଦାସ ଓ ନମିତା ନାୟକ ଆଜି ଅପରାହ୍ନରେ ପୁରୁଷୋତ୍ତମପୁରସ୍ଥିତ ଭାତକୁମରଡ଼ା ପଥର ଖଣିରେ କାମ କରୁଥିଲେ। ପଥର କାଟିବା ବେଳେ ଅତଡ଼ା ଧସିବାରୁ ୩ ଜଣ ଶ୍ରମିକ ଚାପି ଯାଇଥିଲେ। ଚିତ୍କାର ଶୁଣି […]

stone

stone

Manoranjan Sial
  • Published: Tuesday, 28 April 2020
  • Updated: 28 April 2020, 06:35 PM IST

Sports

Latest News

ବ୍ରହ୍ମପୁର(ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରରେ ଅଘଟଣ ଘଟିଛି। ପଥର କାଟିବା ବେଳେ ଅତଡ଼ା ଧସିବାରୁ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତିନି ଶ୍ରମିକଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ଜଣାପଡିଛି।

ଖଲ୍ଲିକୋଟର ଭକ୍ତ ପରିଡ଼ା, ଟାଙ୍କଣପାଲି ଗାଁର ପଙ୍କଜ ଦାସ ଓ ନମିତା ନାୟକ ଆଜି ଅପରାହ୍ନରେ ପୁରୁଷୋତ୍ତମପୁରସ୍ଥିତ ଭାତକୁମରଡ଼ା ପଥର ଖଣିରେ କାମ କରୁଥିଲେ। ପଥର କାଟିବା ବେଳେ ଅତଡ଼ା ଧସିବାରୁ ୩ ଜଣ ଶ୍ରମିକ ଚାପି ଯାଇଥିଲେ। ଚିତ୍କାର ଶୁଣି ପ୍ରାୟ ୧୫ ମିନିଟ୍‌ ପରେ ସ୍ଥାନୀୟ ଲୋକ ସେଠାରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ମେଡିକାଲ୍‌ରେ ଭର୍ତ୍ତି କରିଥିଲେ। ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଆସନ୍ତାକାଲି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story