ବ୍ରହ୍ମପୁର(ଜଗନ୍ନାଥ ସାହୁ): ନବ ନିର୍ମିତ ପାଇଖାନା ଫଲ୍ସ ଖୋଲିବାକୁ ଯାଇ ଶ୍ୱାସରୁଦ୍ଧ ହୋଇ ପ୍ରାଣ ହରାଇଥିଲେ ୩ ଜଣ ଶ୍ରମିକ। ଆଜି ସନ୍ଧ୍ୟା ବେଳେ ଏପରି ହୃଦୟ ବିଦାରକ ଘଟଣା ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ବିକ୍ରମପୁର ଗାଁରୁ ଘଟିଛି।
ଗୋପାଳପୁର ଥାନା ବିକ୍ରମପୁର ଗାଁର ପି. ସଦାନନ୍ଦ ଏକ ନୂଆ ଘର ନିର୍ମାଣ କରିଛନ୍ତି। ସେହି ଘରର ପାଇଖାନା ନିର୍ମାଣ ହୋଇଥିଲା। ଅଜି ସନ୍ଧ୍ୟା ବେଳେ ରାଜମିସ୍ତ୍ରୀ ପାଇଖାନା ଫଲ୍ସ ଖୋଲିବାକୁ ଭିତରକୁ ଯାଇଥିଲେ। ମାତ୍ର ଦୀର୍ଘ ସମୟ ପର୍ଯ୍ୟନ୍ତ ସେ ବାହାରକୁ ଆସିନଥିଲେ। ପରେ ପି.ସଦାନନ୍ଦଙ୍କ ଦୁଇ ପଡୋଶୀ ପାଇଖାନା ଭିତରକୁ ଯାଇଥିଲା। ମାତ୍ର ସେମାନେ ମଧ୍ୟ ବାହାରକୁ ଆସିନଥିଲେ।
ପରେ ଗାଁ ଲୋକେ ୩ ଜଣଙ୍କୁ ଚେତାଶୂନ୍ୟ ଅବସ୍ଥାରେ ପାଇଖାନା ଭିତରୁ ଉଦ୍ଧାର କରି ବ୍ରହ୍ମପୁର ଏମ୍କେସିଜି ମେଡିକାଲ୍ରେ ଭର୍ତ୍ତି କରିଥିଲେ। ରାତି ପ୍ରାୟ ସାଢ଼େ ୭ଟା ବେଳେ ମେଡିକାଲ୍ କର୍ତ୍ତୃପକ୍ଷ ୩ ଜଣଙ୍କୁ ମୃତ ଘୋଷଣା କରିଛନ୍ତି। ଏହି ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।