ଟ୍ରକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ୪ ମୃତ, ୫ ଗୁରୁତର

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): ଘନ କୁହୁଡ଼ି ଯୋଗୁ ଆଜି ସକାଳୁ ସକାଳୁ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ବୋଲେରୋ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଏ ଦୁର୍ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲାର କଟକ-ଚାନ୍ଦବାଲି ରାସ୍ତାର କାତ୍ତିଆ ଛକରେ। ସକାଳ ସାଢ଼େ ୬ଟାରୁ ୭ଟା ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ବୋଲେରୋଟି କେନ୍ଦ୍ରାପଡ଼ରୁ କଟକ ଅଭିମୁଖେ ଯାଉଥିଲା। […]

accident

accident

Jitendra Garnayak
  • Published: Monday, 21 January 2019
  • Updated: 21 January 2019, 10:13 AM IST

Sports

Latest News

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): ଘନ କୁହୁଡ଼ି ଯୋଗୁ ଆଜି ସକାଳୁ ସକାଳୁ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ବୋଲେରୋ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି।

accidentଏ ଦୁର୍ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲାର କଟକ-ଚାନ୍ଦବାଲି ରାସ୍ତାର କାତ୍ତିଆ ଛକରେ। ସକାଳ ସାଢ଼େ ୬ଟାରୁ ୭ଟା ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ବୋଲେରୋଟି କେନ୍ଦ୍ରାପଡ଼ରୁ କଟକ ଅଭିମୁଖେ ଯାଉଥିଲା। ମିଳିଥିବା ସୂଚନା ଅନୁଯାୟୀ, ମୃତାହତମାନେ ଗୋଟିଏ ପରିବାରର। ସେମାନେ ଏକ ଶ୍ରାଦ୍ଧ ସାରି ମୁମ୍ବାଇ ଫେରୁଥିଲେ।

ଘଟଣାସ୍ଥଳରେ ହିଁ ତିନି ଜଣଙ୍କ ମୃତ୍ୟୁ ଘଟିଥିଲା। ଆଉ ଜଣଙ୍କ କଟକରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।  ସମସ୍ତ ମୃତାହତ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଅଞ୍ଚଳର ବୋଲି ଜଣାପଡ଼ିଛି।

ଦୁର୍ଘଟଣାରେ ବୋଲେରୋଟି ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଗାଡ଼ିଟି ଏମିତି କ୍ଷତିଗ୍ରସ୍ତ ହୋଇଥିଲା ଯେ ସେଥିରୁ ମୃତାହତମାନଙ୍କୁ ବାହାର କରିବା କଷ୍ଟକର ହୋଇପଡ଼ିଥିଲା। ପୁଲିସ୍ ଓ ସ୍ଥାନୀୟ ଲୋକେ ମୃତାହତମାନଙ୍କୁ ବାହାର କରିଥିଲେ।

ଆହତମାନଙ୍କୁ ପ୍ରଥମେ ନିଶ୍ଚିନ୍ତକୋଇଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ ମୃତଦେହଗୁଡ଼ିକୁ କେନ୍ଦ୍ରପଡ଼ା ଡାକ୍ତରଖାନାକୁ ପଠାଇ ଦିଆଯାଇଛି। ମୃତାହତମାନଙ୍କ ପରିଚୟ ଜଣାପଡ଼ିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story