ମୃତଦେହ ଧରି ଫେରୁଥିବା ବେଳେ ଓଲଟି ପଡ଼ିଲା ଆମ୍ବୁଲାନ୍ସ

ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ନିକଟରେ ୧୬ ନମ୍ୱର ଜାତୀୟ ରାଜପଥରେ ଏକ ଆମ୍ୱୁଲାନ୍ସ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିବାରୁ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ଭୋରରେ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ଗତକାଲି ରାତିରେ ଧାମନଗର ବ୍ଲକ୍‌ କୁରୁଆ ଗୋବିନ୍ଦପୁର ଗାଁର ପରମେଶ୍ୱର ମିଶ୍ରଙ୍କ କଟକ ବଡ଼ ଡାକ୍ତରଖାନାରେ ହୃଦ୍‌ଘାତରେ ମୃତ୍ୟୁ ଘଟିଥିଲା। ଏହାପରେ ତାଙ୍କ ପରିବାର […]

bhadrak

bhadrak

Jyoshna Pradhan
  • Published: Monday, 12 August 2019
  • Updated: 12 August 2019, 09:47 AM IST

Sports

Latest News

ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ନିକଟରେ ୧୬ ନମ୍ୱର ଜାତୀୟ ରାଜପଥରେ ଏକ ଆମ୍ୱୁଲାନ୍ସ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିବାରୁ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ଭୋରରେ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ଗତକାଲି ରାତିରେ ଧାମନଗର ବ୍ଲକ୍‌ କୁରୁଆ ଗୋବିନ୍ଦପୁର ଗାଁର ପରମେଶ୍ୱର ମିଶ୍ରଙ୍କ କଟକ ବଡ଼ ଡାକ୍ତରଖାନାରେ ହୃଦ୍‌ଘାତରେ ମୃତ୍ୟୁ ଘଟିଥିଲା। ଏହାପରେ ତାଙ୍କ ପରିବାର ଲୋକେ ମୃତଦେହକୁ ଏକ ଘରୋଇ ଆମ୍ୱୁଲାନ୍ସରେ ଗାଁକୁ ଆଣୁଥିଲେ। ଏହି ସମୟରେ ଆମ୍ୱୁଲାନ୍ସଟି ଭଣ୍ଡାରିପୋଖରୀ ଠାରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଏଥିରେ ମୃତ ପରମେଶ୍ୱରଙ୍କ ପତ୍ନୀ,ଝିଅ ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story