ଭୁଶୁଡ଼ିଗଲା ପାଉଁରୁଟି ଫ୍ୟାକ୍ଟ୍ରିର କାନ୍ଥ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଅଘଟଣ। ଏକ ପାଉଁରୁଟି ଫ୍ୟାକ୍ଟ୍ରିର କାନ୍ଥ ଭୁଶୁଡ଼ି ପଡ଼ିବାରୁ ତିନି ଜଣ ଆହତ ହୋଇଛନ୍ତି। ସମସ୍ତ ଆହତ ଶ୍ରମିକ। ବରମୁଣ୍ଡା ସ୍ଥିତ ପାଇକ ନଗର ଏ ଅଘଟଣ ଘଟିଛି। ଡ୍ରେନ୍‌ ଖୋଳା ଯାଉଥିବା ବେଳେ ପାଉଁରୁଟି ଫ୍ୟାକ୍ଟ୍ରିର କାନ୍ଥ ଭୁଶୁଡ଼ି ପଡ଼ିଥିଲା। ଆହତ ଶ୍ରମିକମାନଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।  

fire67

Jitendra Garnayak
  • Published: Friday, 02 November 2018
  • , Updated: 02 November 2018, 03:11 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଅଘଟଣ। ଏକ ପାଉଁରୁଟି ଫ୍ୟାକ୍ଟ୍ରିର କାନ୍ଥ ଭୁଶୁଡ଼ି ପଡ଼ିବାରୁ ତିନି ଜଣ ଆହତ ହୋଇଛନ୍ତି। ସମସ୍ତ ଆହତ ଶ୍ରମିକ।

ବରମୁଣ୍ଡା ସ୍ଥିତ ପାଇକ ନଗର ଏ ଅଘଟଣ ଘଟିଛି। ଡ୍ରେନ୍‌ ଖୋଳା ଯାଉଥିବା ବେଳେ ପାଉଁରୁଟି ଫ୍ୟାକ୍ଟ୍ରିର କାନ୍ଥ ଭୁଶୁଡ଼ି ପଡ଼ିଥିଲା।

ଆହତ ଶ୍ରମିକମାନଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

 

Related story