ପ୍ରବାସୀଙ୍କୁ ନେଇ ଆସୁଥିବା ବସ୍ ଦୁର୍ଘଟଣାଗ୍ରସ୍ତ; ଟ୍ରକ୍ ସହ ହେଲା ମୁହାଁମୁହିଁ ଧକ୍କା

ବାଲିଗୁଡ଼ା (ଅଜିତ କୁମାର ନାୟକ): ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଆଉ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ମୁଣ୍ଡିଗଡ଼ ନିକଟରେ ୫୯ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ସହ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଉଭୟ ବସ୍ ଓ ଟ୍ରକ୍ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ଜଣେ ପ୍ରବାସୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ କନ୍ଧମାଳ ଜିଲ୍ଲା ହସ୍‌ପିଟାଲ୍‌ରେ […]

accident

accident

Jitendra Garnayak
  • Published: Tuesday, 26 May 2020
  • Updated: 26 May 2020, 08:39 AM IST

Sports

Latest News

ବାଲିଗୁଡ଼ା (ଅଜିତ କୁମାର ନାୟକ): ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଆଉ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ମୁଣ୍ଡିଗଡ଼ ନିକଟରେ ୫୯ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ସହ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଉଭୟ ବସ୍ ଓ ଟ୍ରକ୍ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ଜଣେ ପ୍ରବାସୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ କନ୍ଧମାଳ ଜିଲ୍ଲା ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ବସ୍‌ଟିରେ ୪୭ ଜଣ ପ୍ରବାସୀ ଥିଲେ। ସେମାନେ ଗୋଆରୁ ଟ୍ରେନ୍ ଯୋଗେ ଆସି କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ଓହ୍ଲାଇଥିଲେ। ସେଠାରୁ ସେମାନେ ବସ୍‌ ଯୋଗେ ଗଞ୍ଜାମ ଅଭିମୁଖେ ଆସୁଥିଲେ। ତେବେ ବିଳମ୍ବିତ ରାତିରେ ମୁଣ୍ଡିଗଡ଼ ନିକଟରେ ଏକ ଟ୍ରକ୍ ସହିତ ବସ୍‌ଟିର ମୁହାଁମୁହିଁ ଧକ୍କା ହୋଇଥିଲା।

[caption id="attachment_532879" align="aligncenter" width="650"] ଦୁର୍ଘଟଣାଗ୍ରସ୍ତ ଟ୍ରକ୍[/caption]

ତୁମୁଡ଼ିବନ୍ଧ ପୁଲିସ୍ ଓ ସ୍ଥାନୀୟ ପ୍ରଶାସନ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବସ୍‌ରୁ ପ୍ରବାସୀମାନଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କୁ ଜଲେଶପଟା ଆଶ୍ରମରେ କରାଯାଇଥିବା କ୍ୱାରେଣ୍ଟାଇନ୍ ସେଣ୍ଟରରେ ସୁରକ୍ଷିତ ଭାବେ ରଖାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story