ବଜ୍ରାଘାତରେ ସ୍ୱାମୀସ୍ତ୍ରୀଙ୍କ ସମେତ ୩ ମୃତ

ରେଢ଼ାଖୋଲ (ରମାକାନ୍ତ ମହାନନ୍ଦ): ଚାଷଜମିରେ କାମ କରୁଥିବା ବେଳେ ବଜ୍ରାଘାତରେ ଟଳି ପଢିଲେ ଏକ ଦମ୍ପତିଙ୍କ ସମେତ ୩ ଜଣ। ସମ୍ବଲପୁର ଜିଲ୍ଲା ଯୁଯୁମୁରା ଥାନା ଛାମୁଣ୍ଡା ପଞ୍ଚାୟତ ବଡ଼ମାଲ ଗାଁରେ ଘଟିଛି ଏହି ଦୁଃଖଦ ଘଟଣା। ମୃତକମାନେ ହେଲେ ଅନ୍ତର୍ଯ୍ୟାମୀ ମାଝୀ, ତାଙ୍କ ସ୍ତ୍ରୀ ଲିଳିମା ମାଝୀ ଓ ଜଣେ ଶ୍ରମିକ ପାରୁ ବାଘ। ଏହି ତିନି ଜଣ ମିଶି ଜମିରେ କାମ କରୁଥିବା ବେଳେ ହଠାତ୍ ବଜ୍ରାଘାତ ହୋଇଥିଲା। ଘଟଣାସ୍ଥଳରେ ହଁ ତିନି ଜଣଙ୍କ […]

Lightning

Jitendra Garnayak
  • Published: Monday, 27 September 2021
  • , Updated: 27 September 2021, 08:06 PM IST

ରେଢ଼ାଖୋଲ (ରମାକାନ୍ତ ମହାନନ୍ଦ): ଚାଷଜମିରେ କାମ କରୁଥିବା ବେଳେ ବଜ୍ରାଘାତରେ ଟଳି ପଢିଲେ ଏକ ଦମ୍ପତିଙ୍କ ସମେତ ୩ ଜଣ। ସମ୍ବଲପୁର ଜିଲ୍ଲା ଯୁଯୁମୁରା ଥାନା ଛାମୁଣ୍ଡା ପଞ୍ଚାୟତ ବଡ଼ମାଲ ଗାଁରେ ଘଟିଛି ଏହି ଦୁଃଖଦ ଘଟଣା।

ମୃତକମାନେ ହେଲେ ଅନ୍ତର୍ଯ୍ୟାମୀ ମାଝୀ, ତାଙ୍କ ସ୍ତ୍ରୀ ଲିଳିମା ମାଝୀ ଓ ଜଣେ ଶ୍ରମିକ ପାରୁ ବାଘ।

ଏହି ତିନି ଜଣ ମିଶି ଜମିରେ କାମ କରୁଥିବା ବେଳେ ହଠାତ୍ ବଜ୍ରାଘାତ ହୋଇଥିଲା। ଘଟଣାସ୍ଥଳରେ ହଁ ତିନି ଜଣଙ୍କ ମୃତ୍ୟୁ ହୋଇଥିଲା ବୋଲି ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛି।

Related story