ବିଚ୍‌ ରାସ୍ତାରେ ୩ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟାକଲେ ଦୁର୍ବୃତ୍ତ

ପିପିଲି (ଦ୍ୱିତିକୃଷ୍ଣ ପଟ୍ଟନାୟକ): ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅନ୍ତର୍ଗତ ପଟ୍ଟନାୟକିଆରେ ଟ୍ରିପଲ ମର୍ଡର ହୋଇଛି। ବିଚ୍‌ ରାସ୍ତାରେ ୩ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ମୃତକମାନେ ହେଲେ ସଦାନନ୍ଦପୁର ଗାଁର କୃଷ୍ଣ ବେହେରା, ପଞ୍ଚୁ ବେହେରା ଓ ପୂର୍ଣ୍ଣ ବେହେରା। ଏହି ତିନିଜଣ କୌଣସି କାର୍ଯ୍ୟରେ ପଟ୍ଟନାୟିକିଆକୁ ଆସିଥିଲେ। ଏହି ସମୟରେ ଗୋଟିଏ ଦୋକାନରେ ଛପି ରହିଥିବା ଦୁର୍ବୃତ୍ତମାନେ ସେମାନଙ୍କ ଉପରେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଯାହା ଥିଲା ଅତ୍ୟନ୍ତ ଭୟଙ୍କର। […]

Three-members-of-a-family-allegedly-murdered-over-past-enmity-near-Pattnaikiya-chhak-in-Pipili-of-#Puri-district

Manoranjan Sial
  • Published: Sunday, 14 July 2019
  • Updated: 14 July 2019, 09:43 PM IST

Sports

Latest News

ପିପିଲି (ଦ୍ୱିତିକୃଷ୍ଣ ପଟ୍ଟନାୟକ): ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅନ୍ତର୍ଗତ ପଟ୍ଟନାୟକିଆରେ ଟ୍ରିପଲ ମର୍ଡର ହୋଇଛି। ବିଚ୍‌ ରାସ୍ତାରେ ୩ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ମୃତକମାନେ ହେଲେ ସଦାନନ୍ଦପୁର ଗାଁର କୃଷ୍ଣ ବେହେରା, ପଞ୍ଚୁ ବେହେରା ଓ ପୂର୍ଣ୍ଣ ବେହେରା।

ଏହି ତିନିଜଣ କୌଣସି କାର୍ଯ୍ୟରେ ପଟ୍ଟନାୟିକିଆକୁ ଆସିଥିଲେ। ଏହି ସମୟରେ ଗୋଟିଏ ଦୋକାନରେ ଛପି ରହିଥିବା ଦୁର୍ବୃତ୍ତମାନେ ସେମାନଙ୍କ ଉପରେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଯାହା ଥିଲା ଅତ୍ୟନ୍ତ ଭୟଙ୍କର। ଘଟଣାସ୍ଥଳରେ ହିଁ କୃଷ୍ଣ ବେହେରା, ପଞ୍ଚୁ ବେହେରା ଓ ପୂର୍ଣ୍ଣ ବେହେରାଙ୍କର ମୃତ୍ୟୁ ଘଟିଥିଲା। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ଏକ ପ୍ରକାର ଠପ୍‌ ହୋଇଯାଇଛି। ଏପରି କି ପୋଡ଼ାଜଲା କରିଥିବା ଦେଖିବାକୁ ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବାକୁ ଚେଷ୍ଟା କରିଥିଲା। ମାତ୍ର ଉତ୍ତ୍ୟକ୍ତ ଲୋକେ ରାସ୍ତାରୁ ଉଠିନଥିଲେ। ଯାହାଫଳରୁ ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ଅଧରପଣା ନୀତି ଏବଂ ରବିବାର କାରଣରୁ ହଜାର ହଜାର ଯାତ୍ରୀ ଫସି ରହିଛନ୍ତି। ଶେଷରେ ପୁଲିସକୁ ଲାଠିଚାର୍ଜ କରିବାକୁ ପଡ଼ିଥିଲା। ବର୍ତ୍ତମାନ ଘଟଣାସ୍ଥଳରେ ୧୦ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ଏବେ ରାସ୍ତା ଅବରୋଧ ହଟିଥିବାରୁ ଗାଡ଼ି ଚଳାଚଳ ସ୍ୱଭାବିକ ହୋଇଥିଲା।

ସେପଟେ ହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେବ ବୋଲି ପୁରୀ ଏସ୍‌ପି କହିଛନ୍ତି। ଘଟଣାରେ ସଂପୃକ୍ତ ଦୁଇ ଜଣଙ୍କୁ ଅଟକ ରଖାଯାଇଥିବା ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story