ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ତିନି ଜଣ ଗୁରୁତର

କେନ୍ଦୁଝର (ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍ ଅନ୍ତର୍ଗତ ମିରିଗିଖୋଜି ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ତିନି ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି। ସେମାନଙ୍କ ମଧ୍ୟରେ ଜଣେ ବୃଦ୍ଧା ଓ ତାଙ୍କର ଦୁଇ ନାତୁଣୀ ଅଛନ୍ତି। ଏହି ଦୁଇ ନାବାଳିକାଙ୍କ ମଧ୍ୟରୁ ଜଣେ ତୃତୀୟ ଶ୍ରେଣୀରେ ପଢୁଥିବା ବେଳେ ଅନ୍ୟ ଜଣେ ଅଙ୍ଗନବାଡ଼ିକୁ ଯାଉଛି। ବୃଦ୍ଧା ଜଣଙ୍କ ସକାଳେ ଜଙ୍ଗଲରୁ ଛତୁ ସଂଗ୍ରହ କରି […]

student1

student1

Jitendra Garnayak
  • Published: Tuesday, 19 March 2019
  • Updated: 19 March 2019, 10:08 AM IST

Sports

Latest News

କେନ୍ଦୁଝର (ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍ ଅନ୍ତର୍ଗତ ମିରିଗିଖୋଜି ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ତିନି ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି। ସେମାନଙ୍କ ମଧ୍ୟରେ ଜଣେ ବୃଦ୍ଧା ଓ ତାଙ୍କର ଦୁଇ ନାତୁଣୀ ଅଛନ୍ତି। ଏହି ଦୁଇ ନାବାଳିକାଙ୍କ ମଧ୍ୟରୁ ଜଣେ ତୃତୀୟ ଶ୍ରେଣୀରେ ପଢୁଥିବା ବେଳେ ଅନ୍ୟ ଜଣେ ଅଙ୍ଗନବାଡ଼ିକୁ ଯାଉଛି।

ବୃଦ୍ଧା ଜଣଙ୍କ ସକାଳେ ଜଙ୍ଗଲରୁ ଛତୁ ସଂଗ୍ରହ କରି ଆଣିଥିଲେ। ସନ୍ଧ୍ୟାରେ ସେ ସେଗୁଡ଼ିକୁ ରୋଷେଇଇ କରିଥିଲେ। ସେ ଓ ତାଙ୍କର ଦୁଇ ନାତୁଣୀ ଛତୁ ଖାଇବା ପରେ ଅସୁସ୍ଥ ଅନୁଭବ କରିଥିଲେ। ତେଣୁ ସେମାନଙ୍କୁ ପାଟଣା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story