ସାଲେପୁର (ମନୋଜ ଆଚାର୍ଯ୍ୟ): କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିର ବଉଳ ବଜାରରେ ଆଜି ସକାଳେ ଏକ ଜଳଖିଆ ଦୋକାନ ଉପରେ ଟ୍ରକ୍ ମାଡ଼ି ଯିବାରୁ ତିନି ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଅଛି।
ଆହତ ବ୍ୟକ୍ତିମାନେ ହେଲେ- ଜଳଖିଆ ଦୋକାନୀ ଗୁରୁଚରଣ ସାହୁ ଓ ଗ୍ରାହକ ଅନାଦି ବେହେରା। ଏମାନଙ୍କୁ ପ୍ରଥମେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାକୁ ପଠାଯାଇଛି।
ଏହି ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଥିବା ଆଉ ଜଣେ ଗ୍ରାହକଙ୍କ ନାଁ ଜଣାପଡ଼ିନି। ତେବେ ତାଙ୍କୁ ମଧ୍ୟ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି।
ଏହି ଘଟଣା ପରେ ରାସ୍ତା ମରାମତି ସହିତ ଦୁର୍ଘଟଣାରେ ଆହତ ବ୍ୟକ୍ତିମାନଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଦାବିରେ ସ୍ଥାନୀୟ ଲୋକେ ନିଶ୍ଚିନ୍ତକୋଇଲି ଠାରେ କଟକ-ଚାନ୍ଦବାଲି ମୁଖ୍ୟ ରାସ୍ତାରେ ଟାୟାର ଜାଳି କିଛି ସମୟ ରାସ୍ତାରୋକ କରିଥିଲେ। ନିଶ୍ଚିନ୍ତକୋଇଲି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲା।
https://youtu.be/eTF51Qrx1is
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।
Events & Festivals
ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ ଆରମ୍ଭ
ଓଡ଼ିଆରେ ପ୍ରବସୀଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଥିଲେ, ପ୍ରବାସୀମାନେ ହେଉଛନ୍ତି ବିକଶିତ ଓଡ଼ିଶାର ବ୍ରାଣ୍ଡ ଆମ୍ବାସଡର। ଆମର ବିଶ୍ୱାସ ଯେ ଏହି ଅନୁଭୂତିକୁ ବିଶ୍ୱ ଦରବାରରେ ଆପଣ ମାନେ ପହଞ୍ଚାଇବେ।
Crime
ବ୍ରାଉନ୍ସୁଗର ପାଇଁ ମର୍ଡର! ମହିଳା ମାଷ୍ଟରମାଇଣ୍ଡ ସମେତ ୩ ଗିରଫ
ଜେଲ୍ରୁ ବାହାରିବା ପରେ ପ୍ରତିଶୋଧ ପରାୟଣା ହୋଇପଡ଼ିଥିଲେ। ତାଙ୍କ ଜେଲ୍ ଯିବା ପଛରେ ସହଦେବ ନାୟକଙ୍କ ହାତ ଥିବା ସେ ସନ୍ଦେହ କରୁଥିଲେ। ତେଣୁ ତାଙ୍କୁ ରାସ୍ତାରୁ ହଟାଇବା ପାଇଁ ମହିଳା ଜଣକ ଯୋଜନା କରିଥିଲେ।