ଜଳଖିଆ ଦୋକାନ ଉପରେ ମାଡ଼ିଗଲା ଟ୍ରକ୍‌

ସାଲେପୁର (ମନୋଜ ଆଚାର୍ଯ୍ୟ): କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିର ବଉଳ ବଜାରରେ ଆଜି ସକାଳେ ଏକ ଜଳଖିଆ ଦୋକାନ ଉପରେ ଟ୍ରକ୍ ମାଡ଼ି ଯିବାରୁ ତିନି ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଅଛି। ଆହତ ବ୍ୟକ୍ତିମାନେ ହେଲେ- ଜଳଖିଆ ଦୋକାନୀ ଗୁରୁଚରଣ ସାହୁ ଓ ଗ୍ରାହକ ଅନାଦି ବେହେରା। ଏମାନଙ୍କୁ ପ୍ରଥମେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାକୁ ପଠାଯାଇଛି। ଏହି […]

accident

accident

Jitendra Garnayak
  • Published: Friday, 14 December 2018
  • Updated: 14 December 2018, 02:59 PM IST

ସାଲେପୁର (ମନୋଜ ଆଚାର୍ଯ୍ୟ): କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିର ବଉଳ ବଜାରରେ ଆଜି ସକାଳେ ଏକ ଜଳଖିଆ ଦୋକାନ ଉପରେ ଟ୍ରକ୍ ମାଡ଼ି ଯିବାରୁ ତିନି ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଅଛି।

ଆହତ ବ୍ୟକ୍ତିମାନେ ହେଲେ- ଜଳଖିଆ ଦୋକାନୀ ଗୁରୁଚରଣ ସାହୁ ଓ ଗ୍ରାହକ ଅନାଦି ବେହେରା। ଏମାନଙ୍କୁ ପ୍ରଥମେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାକୁ ପଠାଯାଇଛି।

ଏହି ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଥିବା ଆଉ ଜଣେ ଗ୍ରାହକଙ୍କ ନାଁ ଜଣାପଡ଼ିନି। ତେବେ ତାଙ୍କୁ ମଧ୍ୟ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି।

ଏହି ଘଟଣା ପରେ ରାସ୍ତା ମରାମତି ସହିତ ଦୁର୍ଘଟଣାରେ ଆହତ ବ୍ୟକ୍ତିମାନଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଦାବିରେ ସ୍ଥାନୀୟ ଲୋକେ ନିଶ୍ଚିନ୍ତକୋଇଲି ଠାରେ କଟକ-ଚାନ୍ଦବାଲି ମୁଖ୍ୟ ରାସ୍ତାରେ ଟାୟାର ଜାଳି କିଛି ସମୟ ରାସ୍ତାରୋକ କରିଥିଲେ। ନିଶ୍ଚିନ୍ତକୋଇଲି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲା।

https://youtu.be/eTF51Qrx1is

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story