ଜଙ୍ଗଲରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତଙ୍କୁ ଜେଲ୍‌ ଓ ଜୋରିମାନା

କେନ୍ଦୁଝର (ପ୍ରଣୟ ପାଣି): ହାଟ ସାରି ଘରକୁ ଫେରୁଥିବା ବେଳେ ଜଣେ ଯୁବତୀଙ୍କୁ ରାସ୍ତାରୁ ଟେକି ନେଇ ଜଙ୍ଗଲ ଭିତରେ ଗଣଦୁଷ୍କର୍ମ ହୋଇଥିବା ମାମଲାରେ ଆଜି ରାୟ ପ୍ରକାଶ ପାଇଛି। କେନ୍ଦୁଝର ଜିଲ୍ଲା ଚମ୍ପୁଆ ଏଡିଜେ ମାମଲାକୁ ବିଚାର କରି ୩ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ସହ ଜୋରିମାନା କରିଛନ୍ତି। ଜୋରିମାନା ଅନାଦେୟ ହେଲେ ଅଧିକ ବର୍ଷେ ଜେଲ୍‌ ଦଣ୍ଡ ଭୋଗିବାକୁ ପଡ଼ିବ। ୨୦୧୭ ଜୁନ୍‌ ୩ ତାରିଖରେ ଯୋଡ଼ା ଥାନା ଅଞ୍ଚଳର […]

judgment

judgment

Manoranjan Sial
  • Published: Saturday, 16 November 2019
  • Updated: 16 November 2019, 04:53 PM IST

Sports

Latest News

କେନ୍ଦୁଝର (ପ୍ରଣୟ ପାଣି): ହାଟ ସାରି ଘରକୁ ଫେରୁଥିବା ବେଳେ ଜଣେ ଯୁବତୀଙ୍କୁ ରାସ୍ତାରୁ ଟେକି ନେଇ ଜଙ୍ଗଲ ଭିତରେ ଗଣଦୁଷ୍କର୍ମ ହୋଇଥିବା ମାମଲାରେ ଆଜି ରାୟ ପ୍ରକାଶ ପାଇଛି। କେନ୍ଦୁଝର ଜିଲ୍ଲା ଚମ୍ପୁଆ ଏଡିଜେ ମାମଲାକୁ ବିଚାର କରି ୩ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ସହ ଜୋରିମାନା କରିଛନ୍ତି। ଜୋରିମାନା ଅନାଦେୟ ହେଲେ ଅଧିକ ବର୍ଷେ ଜେଲ୍‌ ଦଣ୍ଡ ଭୋଗିବାକୁ ପଡ଼ିବ।

୨୦୧୭ ଜୁନ୍‌ ୩ ତାରିଖରେ ଯୋଡ଼ା ଥାନା ଅଞ୍ଚଳର ଜଣେ ଯୁବତୀ ହାଟକୁ ଯାଇଥିଲେ। ହାଟ ସାରି ଘରକୁ ଫେରୁଥିବା ବେଳେ ୩ ଜଣ ଯୁବକ ତାଙ୍କୁ ନିକଟସ୍ଥ ଜଙ୍ଗଲକୁ ଟେକି ନେଇଥିଲେ। ସେଠାରେ ତାଙ୍କୁ ଜଣେ ପରେ ଜଣେ ଦୁଷ୍କର୍ମ କରିଥିଲେ। ତା’ପରେ ସେହି ଜଙ୍ଗଲରେ ଯୁବତୀଙ୍କୁ ଛାଡ଼ି ପଳାଇ ଯାଇଥିଲେ। ଯୁବତୀ ଜଣକ ଏନେଇ ଯୋଡ଼ା ଥାନାରେ ଲିଖିତ ଅଭିଯୋଗ କରିଥିଲେ।

ପୁଲିସ ମାମଲା ରୁଜୁ କରି ପରମେଶ୍ୱର ନାୟକ, ଜିତୁ ନାୟକ ଓ ପବିତ୍ର ନାୟକଙ୍କୁ ଗିରଫ କରିଥିଲେ। ଆଜି ଏହି ମାମଲାର ରାୟ ପ୍ରକାଶ ପାଇଛି। ଚମ୍ପୁଆ ଏଡିଜେ ପୀଡ଼ିତା ଓ ସାକ୍ଷୀଙ୍କ ବୟାନ ଆଧାରରେ ପରମେଶ୍ୱର ନାୟକ, ଜିତୁ ନାୟକ ଓ ପବିତ୍ର ନାୟକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୩ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ ଜେଲ୍‌ ସହ ୧୦,୦୦୦ ଟଙ୍କା ଲେଖାଏ ଜୋରିମାନା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story