କାଳବୈଶାଖୀ ସତର୍କ ସୂଚନା: ରାତି ୧୦ଟା ୪୫ ପର୍ଯ୍ୟନ୍ତ ସତର୍କ ରୁହନ୍ତୁ

ଭୁବନେଶ୍ୱର: କାଳବୈଶାଖୀ ନେଇ ସତର୍କ ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାର ପ୍ରଭାବରେ ବର୍ଷା, ବଜ୍ରପାତ ଓ ଝଡ଼ତୋଫାନ ସହ କୁଆପଥର ମାଡ଼ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୦ଟି ଜିଲ୍ଲାର ଲୋକଙ୍କୁ ରାତି ୧୦ଟା ୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ […]

thunderstorm-750x430

thunderstorm-750x430

Rakesh Mallick
  • Published: Wednesday, 04 April 2018
  • Updated: 04 April 2018, 09:46 PM IST

ଭୁବନେଶ୍ୱର: କାଳବୈଶାଖୀ ନେଇ ସତର୍କ ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାର ପ୍ରଭାବରେ ବର୍ଷା, ବଜ୍ରପାତ ଓ ଝଡ଼ତୋଫାନ ସହ କୁଆପଥର ମାଡ଼ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୦ଟି ଜିଲ୍ଲାର ଲୋକଙ୍କୁ ରାତି ୧୦ଟା ୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ କହିଛି। ଆଜି ସନ୍ଧ୍ୟାରୁ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପବନ ଓ ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story