ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇପାରେ। ଝଡ଼ତୋଫାନ ଓ ବଜ୍ରପାତ ବିହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ରାତି ସାଢେ ୭ଟା ଯାଏ ୧୩ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଦିଆଯାଇଛି।
ବିଶେଷକରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ପୁରୀ, ଢେଙ୍କାନାଳ, ଅନୁଗୁଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପୁଣି ଆସିବେ ଶାହ, ୨୮ରେ ସମ୍ବଲପୁର
ଅମିତ ଶାହ ୨୮ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।
Business
ଧାମନଗର ଟେକ୍ସଟାଇଲ ପାର୍କ ପାଇଁ ୪ ହଜାର କୋଟି ମଞ୍ଜୁର; ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସୂର୍ଯ୍ୟବଂଶୀ ସୂରଜ
ଏହି ଉଦ୍ୟୋଗ ଯୋଗୁଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୬ ହଜାର ନିଯୁକ୍ତି ସୃଷ୍ଚି ହେବ ଏବଂ ଭଦ୍ରକ ଜିଲ୍ଲା ଶିଳ୍ପ ସମୃଦ୍ଧ ହୋଇପାରିବ।
Crime
ଲୋନ୍ ମଞ୍ଜୁର କରିବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର
ଲାଞ୍ଚ ନେଇ ଧରାପଡ଼ିବା ପରେ ଶ୍ରୀ ଦେହୁରୀଙ୍କ ତିନିଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Weather
କାଲିଠୁ କମିବ ବର୍ଷା, ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ବର୍ଷା ହୋଇଛି ନୟାଗଡ଼ ଜିଲ୍ଲା ରଣପୁରରେ।