୧୬ ଜିଲ୍ଲାକୁ ବଜ୍ରପାତ ସତର୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଜ୍ରପାତ ଆଶଙ୍କା ନେଇ ରାଜ୍ୟର ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ରାୟଗଡ଼ା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ କୋରାପୁଟରେ ବଜ୍ରପାତ ଆଶଙ୍କା ରହିଛି। ସେହିପରି ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।