୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ହେବ ଝଡ଼ ତୋଫାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗିର, ସୋନପୁର, ବୌଦ୍ଧ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ, ଯାଜପୁର, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର୍‌ ଅଜୟ କୁମାର ନାୟକ ଆଜି ଏହି ସୂଚନା ଦେଇଛନ୍ତି । ଏହା ସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା […]

rain8

rain8

Tapaswini Nayak
  • Published: Wednesday, 21 August 2019
  • Updated: 21 August 2019, 11:11 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗିର, ସୋନପୁର, ବୌଦ୍ଧ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ, ଯାଜପୁର, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର୍‌ ଅଜୟ କୁମାର ନାୟକ ଆଜି ଏହି ସୂଚନା ଦେଇଛନ୍ତି ।

ଏହା ସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଶ୍ରୀ ନାୟକ ସୂଚନା ଦେଇଛନ୍ତି।

ସେ କହିଛନ୍ତି, “ପୂର୍ବ ଉତ୍ତରପ୍ରଦେଶରୁ ଓଡ଼ିଶା ଦେଇ ଉତ୍ତର ତାମିଲନାଡ଼ୁକୁ ଏକ ଟ୍ରଫ୍‌ ଲାଇନ୍‌ ଲମ୍ବିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବଲାଙ୍ଗିର, ସୋନପୁର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story