ପ୍ରବଳ ବର୍ଷିବ:୧୦ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲିଠାରୁ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି ବର୍ଷା ହୋଇପାରେ। ତେବେ ଝଡ଼ତୋଫାନ ଓ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧ ଟା ୩୦ ମିନିଟ୍ ପର୍ଯ୍ୟନ୍ତ ୧୦ଟି ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି। ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଢେଙ୍କାନାଳ, ଅନୁଗୋଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ କଟକ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Rain on umbrella

Rain on umbrella

Ordigital Desk
  • Published: Tuesday, 07 August 2018
  • Updated: 07 August 2018, 12:34 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲିଠାରୁ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି ବର୍ଷା ହୋଇପାରେ।

ତେବେ ଝଡ଼ତୋଫାନ ଓ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧ ଟା ୩୦ ମିନିଟ୍ ପର୍ଯ୍ୟନ୍ତ ୧୦ଟି ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି।

ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଢେଙ୍କାନାଳ, ଅନୁଗୋଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ କଟକ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos