ପ୍ରବଳ ବର୍ଷିବ,ଘଡ଼ଘଡ଼ି ମାରିବ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରବଳ ବର୍ଷା ହେବ। ଘଡ଼ଘଡ଼ି ବି ମାରିବ। ଏଥିପାଇଁ ସକାଳ ୧୧ଟାରୁ ଅପରାହ୍ନ ୧ଟା ଯାଏ ସତର୍କ ରହିବାକୁ ୧୩ଟି ଜିଲ୍ଲାକୁ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ସମୟରେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ ଓ ମୟୂରଭଞ୍ଜ।

Thunderstorm

Ordigital Desk
  • Published: Saturday, 11 August 2018
  • , Updated: 11 August 2018, 10:52 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରବଳ ବର୍ଷା ହେବ। ଘଡ଼ଘଡ଼ି ବି ମାରିବ। ଏଥିପାଇଁ ସକାଳ ୧୧ଟାରୁ ଅପରାହ୍ନ ୧ଟା ଯାଏ ସତର୍କ ରହିବାକୁ ୧୩ଟି ଜିଲ୍ଲାକୁ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ସମୟରେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି।

ସେହି ଜିଲ୍ଲାଗୁଡ଼ିକ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ ଓ ମୟୂରଭଞ୍ଜ।

Related story