ଅଦ୍ୟତନ ହୋଇଛି
rain
Advertisment
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇପାରେ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ସନ୍ଧ୍ୟା ୬ଟା ୩୦ ଯାଏ ୬ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2018/08/unnamed-3.jpg)