୮ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇପାରେ। ଝଡ଼ତୋଫାନ ଓ ବଜ୍ରପାତ ବି ହୋଇପାରେ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧ଟା ୧୫ ମିନିଟ୍ ଯାଏ ୮ଟି ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ଜଗତସିଂହପୁର।

rain

Ordigital Desk
  • Published: Monday, 06 August 2018
  • , Updated: 06 August 2018, 12:15 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇପାରେ। ଝଡ଼ତୋଫାନ ଓ ବଜ୍ରପାତ ବି ହୋଇପାରେ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧ଟା ୧୫ ମିନିଟ୍ ଯାଏ ୮ଟି ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ଜଗତସିଂହପୁର।

Related story