ଏହି ସବୁ ଜିଲ୍ଲାରେ ହୋଇପାରେ ଘୂର୍ଣ୍ଣିଝଡ଼; ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆଜି ଘୂର୍ଣ୍ଣିଝଡ଼ ସହ ବର୍ଷା ହେବ। ଘଡ଼ଘଡ଼ି ବି ମାରିବ। ଏନେଇ ୯ଟି ଜିଲ୍ଲାକୁ ଅପରାହ୍ନ ସାଢ଼େ ୪ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କନ୍ଧମାଳ, ସମ୍ବଲପୁର, କଳାହାଣ୍ଡି, ରାୟଗଡ଼ା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର ଓ ନୟାଗଡ଼।

RAIN-

RAIN-

Rakesh Mallick
  • Published: Monday, 30 July 2018
  • Updated: 30 July 2018, 03:29 PM IST

Sports

Latest News

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆଜି ଘୂର୍ଣ୍ଣିଝଡ଼ ସହ ବର୍ଷା ହେବ। ଘଡ଼ଘଡ଼ି ବି ମାରିବ। ଏନେଇ ୯ଟି ଜିଲ୍ଲାକୁ ଅପରାହ୍ନ ସାଢ଼େ ୪ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଲା କନ୍ଧମାଳ, ସମ୍ବଲପୁର, କଳାହାଣ୍ଡି, ରାୟଗଡ଼ା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର ଓ ନୟାଗଡ଼।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos