ଆଜି ପୁଣି ହେବ ଝଡ଼ ତୋଫାନ,୯ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଛାଡ଼ୁନି କାଳବୈଶାଖୀ ଡର। ପୁଣି ୯ ଜିଲ୍ଲାର ଜିଲ୍ଲାବାସୀଙ୍କୁ ସାଢେ ଗୋଟାଏ ଯାଏଁ ସତର୍କ ରହିବାକୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ, ଅନୁଗୋଳ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ବୌଦ୍ଧ। ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସହ କୁଆପଥର ବର୍ଷା ହେବା। ଏହି ସମୟରେ ପବନ  ଜୋରରେ ବୋହିବ […]

rain...-1

Rakesh Mallick
  • Published: Wednesday, 23 May 2018
  • , Updated: 23 May 2018, 01:00 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଛାଡ଼ୁନି କାଳବୈଶାଖୀ ଡର। ପୁଣି ୯ ଜିଲ୍ଲାର ଜିଲ୍ଲାବାସୀଙ୍କୁ ସାଢେ ଗୋଟାଏ ଯାଏଁ ସତର୍କ ରହିବାକୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ, ଅନୁଗୋଳ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ବୌଦ୍ଧ। ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସହ କୁଆପଥର ବର୍ଷା ହେବା। ଏହି ସମୟରେ ପବନ  ଜୋରରେ ବୋହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

Related story