ସନ୍ଧ୍ୟା ୫ଟା ୪୫ ଯାଏ ସତର୍କ ରୁହନ୍ତୁ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ ସହ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସନ୍ଧ୍ୟା ୫ଟା ୪୫ ମିନିଟ୍ ଯାଏ ୧୮ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଅନୁଗୋଳ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ସୋନପୁର ଓ ବୌଦ୍ଧ।
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ ସହ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ସନ୍ଧ୍ୟା ୫ଟା ୪୫ ମିନିଟ୍ ଯାଏ ୧୮ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ଏହି ଜିଲ୍ଲାଗୁଡ଼ିକ ହେଉଛି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଅନୁଗୋଳ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ସୋନପୁର ଓ ବୌଦ୍ଧ।