୮ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୮ଟି ଜିଲ୍ଲାରେ ସକାଳ ୮ଟା ୧୫ ମିନିଟ୍‌ ମଧ୍ୟରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ହେଲା ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧା, ସମ୍ବଲପୁର, ଝାରସୁଗୁଡ଼ା ଓ ଗଜପତି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

1

Chinmayee Roy
  • Published: Friday, 31 August 2018
  • , Updated: 31 August 2018, 08:01 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୮ଟି ଜିଲ୍ଲାରେ ସକାଳ ୮ଟା ୧୫ ମିନିଟ୍‌ ମଧ୍ୟରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ହେଲା ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧା, ସମ୍ବଲପୁର, ଝାରସୁଗୁଡ଼ା ଓ ଗଜପତି।
ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Related story