ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୁଆପଥର ମାଡ଼ ସହ ପ୍ରବଳ ବର୍ଷା ହେବ। ଘଡ଼ଘଡ଼ି ବି ମାରିବ। ସେଥିପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଏନେଇ ୩ଟି ଜିଲ୍ଲା ପାଇଁ ୱାର୍ଣ୍ଣି ଜାରି କରାଯାଇଛି। ଅପରାହ୍ନ ୪ଟାରୁ ଏହି ବର୍ଷା ପବନ ହେବ।
Dangerous Thunderstorm and Lightning alert for Marsaghai, Mahakalpada, Kendrapada, Pattamundai, Aul and Rajkanika blocks of Kendrapada dist; Binjharpur and Dasarathpur Blocks of Jajpur dist; Chandabali block of Bhadrak dist within 3.59 PM today on 23.3.2020
Source: Earth Networks pic.twitter.com/Ma2WeSU5qu— SRC, Govt of Odisha (@SRC_Odisha) March 23, 2020
କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇ, ମହାକାଳପଡ଼ା, ପଟ୍ଟାମୁଣ୍ଡାଇ, ଆଳି ରାଜକନିକା ଏବଂ ଯାଜପୁରର ବିଂଝାରପୁର, ଦଶରଥପୁର ଏବଂ ଯାଜପୁର ବ୍ଲକରେ ପ୍ରବଳ କୁଆପଥର ମାଡ଼ ସହ ବର୍ଷା ସମ୍ଭାବନା ରହିଛି। ସେହିପରି ଭଦ୍ରକ ଜିଲ୍ଲାର ଚାନ୍ଦବାଲି ବ୍ଲକ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ଏସ୍ଆରସି ପକ୍ଷରୁ ଟ୍ୱିଟ୍ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।