ଆସୁଛି ଆଉ ଏକ ପଶ୍ଚିମା ଝଡ଼; ତିନିଦିନ ବର୍ଷା ହେବ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବର୍ତ୍ତମାନ ଆଫଗାନିସ୍ଥାନ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ପଶ୍ଚିମା-ଝଡ଼। ଏହାର ପ୍ରଭାବରେ ୨୪ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ତେବେ ୨୫ ତାରିଖରୁ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଏଥିସହ କେତେକ ଜିଲ୍ଲାରେ ବିଜୁଳି ଘଡଘଡି ମାରିପାରେ। ୨୫ ତାରିଖରେ ପୁଣି ପଶ୍ଚିମ-ହିମାଳୟ ଅଞ୍ଚଳରେ ସକ୍ରିୟ ହେବ ଆଉ ଏକ ପଶ୍ଚିମା ଝଡ଼। ଏହାର ପ୍ରଭାବରେ ୨୬ ତାରିଖରେ ଓଡ଼ିଶାରେ କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ […]

BBSR

BBSR

Manoranjan Sial
  • Published: Tuesday, 22 February 2022
  • Updated: 22 February 2022, 08:12 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବର୍ତ୍ତମାନ ଆଫଗାନିସ୍ଥାନ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ପଶ୍ଚିମା-ଝଡ଼। ଏହାର ପ୍ରଭାବରେ ୨୪ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ତେବେ ୨୫ ତାରିଖରୁ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଏଥିସହ କେତେକ ଜିଲ୍ଲାରେ ବିଜୁଳି ଘଡଘଡି ମାରିପାରେ। ୨୫ ତାରିଖରେ ପୁଣି ପଶ୍ଚିମ-ହିମାଳୟ ଅଞ୍ଚଳରେ ସକ୍ରିୟ ହେବ ଆଉ ଏକ ପଶ୍ଚିମା ଝଡ଼। ଏହାର ପ୍ରଭାବରେ ୨୬ ତାରିଖରେ ଓଡ଼ିଶାରେ କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

https://twitter.com/mcbbsr/status/1496081714678231045?s=20&t=KIZ8r3Y9nCefF_qvKFxA_Q

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌.ଆର୍‌. ବିଶ୍ୱାସ କହିଛନ୍ତି, ୨୪ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ବାକି ଜିଲ୍ଲାରେ ସାଧାରଣତଃ ପାଗ ଶୁଖିଲା ରହିବ। ଠିକ୍‌ ସେମିତି ୨୫ ତାରିଖରେ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଦକ୍ଷିଣ ଓଡ଼ିଶାରେ ମଧ୍ୟ ଗୋଟିଏ ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୫ ତାରିଖରେ ବିଜୁଳି ଓ ଘଡ଼ଘଡି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1496078518832476164?s=20&t=KIZ8r3Y9nCefF_qvKFxA_Q

ସେ କହିଛନ୍ତି, ୨୬ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢ଼େଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱରରେ ବର୍ଷା ହେବାର ସମ୍ଭାବନା ନାହିଁ। ୨୫ ଓ ୨୬ ତାରିଖରେ ଭୁବନେଶ୍ୱରରେ ବିଜୁଳି ଓ ଘଡ଼ଘଡି ମାରିପାରେ ବୋଲି ଡକ୍ଟର ବିଶ୍ୱାସ କହିଛନ୍ତି।

https://twitter.com/mcbbsr/status/1496034746727825413?s=20&t=KIZ8r3Y9nCefF_qvKFxA_Q

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story