Advertisment

୧୦ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଦେବଗଡ଼, ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଯାଜପୁର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଅପରାହ୍ନ ୨ଟା ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଗତକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା। […]

author-image
Rajalaxmi Sahu
୧୪ ଏବଂ ୧୫ ରେ ଘଡ଼ଘଡ଼ି ସହ ଝଡ଼ତୋଫାନ

raining

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Advertisment

ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଦେବଗଡ଼, ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଯାଜପୁର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଅପରାହ୍ନ ୨ଟା ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଗତକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା। ଅନେକ ସ୍ଥାନରେ କୁଆପଥର ମାରିଥିଲା। କାଳବୈଶାଖୀ ବର୍ଷା ଯୋଗୁ କିଛି ସ୍ଥାନରେ ଗଛ ଭାଙ୍ଗିବା ସହ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଥିଲା।

Advertisment