Advertisment

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା, ୨୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସକାଳ ସାଢ଼େ ୧୦ଟା ଯାଏ ୨୧ଟି  ଜିଲ୍ଲାରେ ପବନ ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାଗୁଡିକୁ ପାଇଁ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଦେବଗଡ଼, ଯାଜପୁର, ଭଦ୍ରକ, ବରଗଡ଼, ଅନୁଗୋଳ, ନୟାଗଡ଼, ବଲାଙ୍ଗିର, ବୌଦ୍ଧ, ସୁବର୍ଣ୍ଣପୁର, ନୂଆପଡ଼ା, […]

author-image
Rakesh Mallick
ଅଦ୍ୟତନ ହୋଇଛି
ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା, ୨୧ ଜିଲ୍ଲାକୁ ସତର୍କ ସୂଚନା

lightning

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସକାଳ ସାଢ଼େ ୧୦ଟା ଯାଏ ୨୧ଟି  ଜିଲ୍ଲାରେ ପବନ ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାଗୁଡିକୁ ପାଇଁ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Advertisment

ଏହି ଜିଲ୍ଲାଗୁଡ଼ିକ ହେଉଛି ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଦେବଗଡ଼, ଯାଜପୁର, ଭଦ୍ରକ, ବରଗଡ଼, ଅନୁଗୋଳ, ନୟାଗଡ଼, ବଲାଙ୍ଗିର, ବୌଦ୍ଧ, ସୁବର୍ଣ୍ଣପୁର, ନୂଆପଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା।