ସୋମବାରଠାରୁ କାଳବୈଶାଖୀ ଓ ବଜ୍ରପାତ, ସତର୍କ କଲା ଆଇଏମଡି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗାମୀ ୪୮ ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସହ କାଳବୈଶାଖୀର ଆଶଙ୍କା ରହିଛି। ସେହିପରି ସୋମବାର ଠାରୁ ରାଜ୍ୟରେ କାଳବୈଶାଖୀ ସହ ବଜ୍ରପାତ ଜାରି ରହିବ। ଆଜି ଏପରି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)। ଆଇଏମ୍‌ଡି ସଦ୍ୟତମ ବୁଲେଟିଂରୁ ଜଣାପଡ଼ିଛି, ବର୍ଷା ଓ କାଳବୈଶାଖୀ ସତ୍ତ୍ୱେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନର ସର୍ବୋଚ୍ଚ ତାପାମାତ୍ର ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ଏଭଳି ପାଗରେ ୨ରୁ ୩ […]

imd

imd

Manoranjan Sial
  • Published: Saturday, 24 April 2021
  • Updated: 24 April 2021, 07:07 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗାମୀ ୪୮ ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସହ କାଳବୈଶାଖୀର ଆଶଙ୍କା ରହିଛି। ସେହିପରି ସୋମବାର ଠାରୁ ରାଜ୍ୟରେ କାଳବୈଶାଖୀ ସହ ବଜ୍ରପାତ ଜାରି ରହିବ। ଆଜି ଏପରି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)।

ଆଇଏମ୍‌ଡି ସଦ୍ୟତମ ବୁଲେଟିଂରୁ ଜଣାପଡ଼ିଛି, ବର୍ଷା ଓ କାଳବୈଶାଖୀ ସତ୍ତ୍ୱେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନର ସର୍ବୋଚ୍ଚ ତାପାମାତ୍ର ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ଏଭଳି ପାଗରେ ୨ରୁ ୩ ଦିନ ଯାଏ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ବିଭାଗ ଆକଳନ କରିଛି।

ବୁଲେଟିନରେ କୁହାଯାଇଛି, ରବିବାର ଗଜପତି, ରାୟଗଡ଼ା ଓ କୋରାପୁଟ୍‌ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ସ୍ୱଳ୍ପଧରଣର ବୃଷ୍ଟିପାତ ହେବ। ଏଥିସହିତ କାଳବୈଶାଖୀର ମଧ୍ୟ ଆଶଙ୍କା ରହିଛି। ସୋମବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟମଧରଣର ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି। ସେଥିପାଇଁ ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମ୍‌ଡି।

ମଙ୍ଗଳବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ। ଏଥିସହିତ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେଥିପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମ୍‌ଡି।

ବୁଧବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, କଟକ, ବୌଦ୍ଧ, ଅନୁଗୋଳ, କନ୍ଧମାଳ, ନୟାଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଏଥିସହିତ କାଳବୈଶାଖୀ ହେବାର ଆଶଙ୍କା କରାଯାଇଛି। ସେଥିପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମ୍‌ଡି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story