ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ସେହି ସ୍ଥାନଗୁଡ଼ିକ ହେଲା ଚରୁଆଁ, କରଞ୍ଜିଆ, ଶୁକ୍ରୁଳି, କୁସୁମୀ, ପାଟଣା, ଚମ୍ପୁଆ, କେନ୍ଦୁଝର, ଝୁମ୍ପୁରା, ସାହାରପଡ଼ା, ଯଶୀପୁର, କବିସୂର୍ଯ୍ୟନଗର, ଆସ୍କା, ସାନଖେମୁଣ୍ଡି, ଧରାକୋଟ, ସୋରଡ଼ା, ମୋହନା, ଦିଗପହଣ୍ଡି, ସାନଖେମୁଣ୍ଡି, ଶେରଗଡ଼, କବିସୂର୍ଯ୍ୟନଗର, ଆସ୍କା, ସାନଖେମୁଣ୍ଡି, ଧରାକୋଟ, ସୋରଡ଼ା, ମୋହନା, ଦିଗପହଣ୍ଡି, ସାନଖେମୁଣ୍ଡି ଓ ଶେରଗଡ଼।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Accident
ଟୋଲଗେଟ୍କୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଡ୍ରାଇଭର ଜୀବନ୍ତଦଗ୍ଧ
ଗତକାଲି ବିଳମ୍ବିତ ରାତିରେ କଣ୍ଟେନରଟି ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଘଟିଛି ଏହି ଦୁର୍ଘଟଣା।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।