ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୨ଟି ଜିଲ୍ଲାରେ ପବନ, ବର୍ଷା ଓ ବଜ୍ରପାତ ହେବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଅନୁଗୋଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ଆଜି ବର୍ଷା ସହ ୫୦ ରୁ ୬୦ କି.ମି ବେଗରେ ପବନ ବହିବା ସମ୍ଭାବନା ଅଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।