ଜାରି ରହିବ ଗ୍ରୀଷ୍ମ ପ୍ରବାହ, କିନ୍ତୁ କିଛି ଜିଲ୍ଲାରେ ହୋଇପାରେ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ। କେତେକ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ମଧ୍ୟ ପାର କରିପାରେ। ଅନ୍ୟପକ୍ଷରେ ରାଜ୍ୟର ଆଉ କେତେକ ଜିଲ୍ଲାରେ ଅଦିନିଆ ବର୍ଷା କିଛିଟା ଆଶ୍ୱସ୍ତି ଆଣିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌ଆର୍‌ ବିଶ୍ୱାସଙ୍କ କହିବା ଅନୁସାରେ ୩ ତାରିଖ ସକାଳ ସାଢ଼େ ୮ଟାରୁ […]

Rain

Rain

Manoranjan Sial
  • Published: Friday, 01 April 2022
  • Updated: 01 April 2022, 10:20 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ। କେତେକ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ମଧ୍ୟ ପାର କରିପାରେ। ଅନ୍ୟପକ୍ଷରେ ରାଜ୍ୟର ଆଉ କେତେକ ଜିଲ୍ଲାରେ ଅଦିନିଆ ବର୍ଷା କିଛିଟା ଆଶ୍ୱସ୍ତି ଆଣିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌ଆର୍‌ ବିଶ୍ୱାସଙ୍କ କହିବା ଅନୁସାରେ ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି।

ଠିକ୍‌ ସେହିପରି ୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କନ୍ଧମାଳ, ଗଜପତି, ରାୟଗଡ଼ା, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ସମାନ ସ୍ଥିତି ଦେଖାଯାଇ ପାରେ। ତେବେ ବାକି ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଡକ୍ଟର ବିଶ୍ୱାସ ଆକଳନ କରିଛନ୍ତି।

https://twitter.com/mcbbsr/status/1509812583393468419?s=20&t=mem2TpyToWZsh28H9DNmgA

ଡକ୍ଟର ବିଶ୍ୱାସ ଆହୁରି କହିଛନ୍ତି, ଆଗାମୀ ୩ରୁ ୪ ଦିନ ଯାଏ ଦିନର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଏହି ସମୟରେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପାରଦ ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିପାରେ। ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ୱଲପୁର, ଝାରସୁଗୁଡ଼ା, ବରଗଡ଼, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଜିଲ୍ଲାରେ ଦିନର ସର୍ବାଧିକ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରୀ ଅଧିକ ରହିପାରେ ବୋଲି ସେ ପୂର୍ବାନୁମାନ କରିଛନ୍ତି।

https://youtu.be/RtAj1GHQaxY

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story