ସୋମବାର ଯାଏ କାଳବୈଶାଖୀ, ୧୯ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଏଥିପାଇଁ ୧୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, କନ୍ଧମାଳ, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, […]

rain

rain

Manoranjan Sial
  • Published: Thursday, 15 April 2021
  • Updated: 16 April 2021, 07:19 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଏଥିପାଇଁ ୧୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, କନ୍ଧମାଳ, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ବାଲେଶ୍ୱର ଓ ଭଦ୍ରକ।

ଏହାଛଡ଼ା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ଭିତରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସହ କାଳବୈଶାଖୀର ଆଶଙ୍କା ରହିଛି।

ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ ଆଭ୍ୟନ୍ତରୀଣ ଓଡ଼ିଶା-ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳରେ ସମାନ୍ତରଳ ଭାବେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଏପ୍ରିଲ ୨୦ ଯାଏ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ସହିତ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି ଅର୍ଥାତ ଶୁକ୍ରବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମଧରଣର ବୃଷ୍ଟିପାତ ହେବା ସହିତ କାଳବୈଶାଖୀର ଆଶଙ୍କା ରହିଛି। ସେଥିପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ରାୟଗଡ଼ା ଓ ଗଜପତି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଶନିବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବୃଷ୍ଟିପାତ କିମ୍ୱା କାଳବୈଶାଖୀ ହେବାର ସମ୍ଭାବନା ରହିଛି।

ସେହିପରି ରବିବାର ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବୃଷ୍ଟିପାତ କିମ୍ୱା କାଳବୈଶାଖୀ ହୋଇପାରେ।

ସୋମବାର କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢ଼େଙ୍କାନାଳ, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା କିମ୍ୱା କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ଆଶଙ୍କା କରାଯାଉଛି। ସେଥିପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ପାଇଁ  ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story