ସାବଧାନ ! ଗାଁ ନିକଟରେ ବୁଲୁଛି କଲରାପତରିଆ ବାଘ

ନୂଆପଡ଼ା(ଓଡ଼ିଶା ରିପୋର୍ଟର):ଗାଁ ନିକଟରେ ବୁଲୁଛି କଲରାପତରିଆ ବାଘ। ନୂଆପଡ଼ା ଜିଲ୍ଲା ଆମାନାରା ଗାଁ ନିକଟ ମୁସରିଙ୍ଗି ସଂରକ୍ଷିତ ଜଙ୍ଗଲରେ ୨ଟି କଲରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଛି। ଗାଁ ପାଖରେ ବାଘ ୨ଟି ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି। ଘଟଣାସ୍ଥଳରେ ଜଙ୍ଗଲ ବିଭାଗ କର୍ମଚାରୀ ପହଞ୍ଚି ବାଘ ଉପରେ ନଜର ରଖିଛନ୍ତି । ତେବେ ବାଘ କୌଣସି ଧନଜୀବନ କ୍ଷତି କରିନାହିଁ ।

670

670

Tapas Behera
  • Published: Wednesday, 07 August 2019
  • Updated: 07 August 2019, 05:51 PM IST

Sports

Latest News

ନୂଆପଡ଼ା(ଓଡ଼ିଶା ରିପୋର୍ଟର):ଗାଁ ନିକଟରେ ବୁଲୁଛି କଲରାପତରିଆ ବାଘ। ନୂଆପଡ଼ା ଜିଲ୍ଲା ଆମାନାରା ଗାଁ ନିକଟ ମୁସରିଙ୍ଗି ସଂରକ୍ଷିତ ଜଙ୍ଗଲରେ ୨ଟି କଲରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଛି। ଗାଁ ପାଖରେ ବାଘ ୨ଟି ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି। ଘଟଣାସ୍ଥଳରେ ଜଙ୍ଗଲ ବିଭାଗ କର୍ମଚାରୀ ପହଞ୍ଚି ବାଘ ଉପରେ ନଜର ରଖିଛନ୍ତି । ତେବେ ବାଘ କୌଣସି ଧନଜୀବନ କ୍ଷତି କରିନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos