ଧର୍ମଗଡ଼(ଇଙ୍ଗିତ ପଣ୍ଡା): ଘାଟି ରାସ୍ତାରେ ବୁଲୁଛି କଲରାପତରିଆ ବାଘ । ରାତିରେ କ୍ୟାମେରାରେ କଏଦ ହୋଇଛି ବାଘର ଗତିବିଧି । କଳାହାଣ୍ଡି-ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟିରେ ବୁଲୁଛି କଲରାପତରିଆ ବାଘ ।
ଗତ ରାତିରେ ଘାଟି ଦେଇ ଯାଉଥିବା ବେଳେ ସ୍ଥାନୀୟ ଅଞ୍ଚଳର ଆଲୋକ ପାଣିଗ୍ରାହୀ ଏହି ବାଘ ବୁଲୁଥିବା ଦେଖି ଫଟୋ ଉଠାଇଥିଲେ । ପୂର୍ବରୁ ଏହି ଘାଟି ରାସ୍ତାରେ ଭାଲୁ ଦେଖିବାକୁ ମିଳିଥିଲା । ଏବେ କଲରାପତରିଆ ବାଘ ବୁଲୁଥିବା ଖବର ପ୍ରଚାରିତ ହେବା ପରେ ଅଞ୍ଚଳବାସୀ ଭୟଭୀତ ହୋଇଯାଇଛନ୍ତି।
ଅଧିକ ପଢ଼ନ୍ତୁ : ସ୍କୁଲ ଖୋଲିବା ମାତ୍ରେ ୫୦ ଶିକ୍ଷକଙ୍କୁ କରୋନା, ବନ୍ଦ ହେଲା ଏକାଧିକ ବିଦ୍ୟାଳୟ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।