ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନନ୍ଦନକାନନରେ ଥିବା ଧଳା ମହାବଳ ବାଘ ‘ଶୁଭ୍ରାଂଶୁ’ର ମୃତ୍ୟୁ ହୋଇଛି। ଆଜି ଦିନ ୧୦ଟା ୧୫ରେ ତା’ର ମୃତ୍ୟୁ ହୋଇଥିବା ନେଇ ନନ୍ଦନକାନନ ଉପ-ନିର୍ଦ୍ଦେଶକ ଜୟନ୍ତ କୁମାର ଦାଶ କହିଛନ୍ତି।
‘ଶୁଭ୍ରାଂଶୁ’ ରକ୍ତଜନିତ ସଂକ୍ରମଣରେ ପୀଡ଼ିତ ଥିଲା। ମାସେ ହେଲା ତା’ର ଚିକିତ୍ସା ଚାଲିଥିଲା। ତେବେ ଶନିବାର ସେ ହଠାତ୍ ପଡ଼ିଯିବା ପରଠୁ ଆଉ ଖାଦ୍ୟ ଗ୍ରହଣ କରୁ ନଥିଲା। ଓୟୁଏଟିର ବିଶେଷଜ୍ଞଙ୍କ ଦ୍ୱାରା ତା’ର ଚିକିତ୍ସା ଚାଲିଥିଲା।
‘ଶୁଭ୍ରାଂଶୁ’ର ମୃତ୍ୟୁ ପରେ ଏବେ ନନ୍ଦନକାନନରେ ୧୨ଟି ଅଣ୍ଡିରା ଓ ୧୩ଟି ମାଈ ବାଘ ଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।