ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନନ୍ଦନକାନନରେ ବାଘ ଶାବକର ମୃତ୍ୟୁ ଘଟିଛି। ବାଘୁଣୀ ରୂପା ଦେଇଥିବା ତିନିଟି ଶାବକଙ୍କ ମଧ୍ୟରୁ ଗୋଟିଏ ଛୁଆର ମୃତ୍ୟୁ ହୋଇଛି। ମୃତ ଛୁଆଟି ଅଣ୍ଡିରା ଓ ଧଳା ବାଘ ଥିଲା। ବାଘ ଛୁଆର ମୃତ୍ୟୁ କେମିତି ହେଲା ତାହାର କାରଣ ଜଣାପଡ଼ିନାହିଁ। ତେବେ ଅନ୍ୟ ଦୁଇଟି ବାଘ ଛୁଆ ସୁସ୍ଥ ଥିବା ଜଣାପଡ଼ିଛି।
ଗତ ୧୧ ତାରିଖରେ ବାଘୁଣୀ ରୂପା ତିନିଟି ଛୁଆ ଜନ୍ମ ଦେଇଥିଲା। ଛୁଆ ଜନ୍ମ ଦେବା ପରଠାରୁ ସେ ଛୁଆମାନକୁ ପାଖରେ ପୁରାଇ ଦେଉ ନଥିଲା। ଉଭୟ ମାଆ ଓ ଛୁଆ ଗୁଡିକର ଗତିବିଧି ଉପରେ ସିସିଟିଭି ଦ୍ୱାରା ନଜର ରଖିଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଅଟୋକୁ ଧକ୍କା ଦେଲା ବିଧାୟକଙ୍କ ଗାଡ଼ି; ୪ ଆହତ
ଦୁର୍ଘଟଣା ନେଇ ବିଧାୟକଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ।
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।
Accident
କଲଭର୍ଟରେ ପିଟି ହୋଇ ଓଲଟିଲା ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍; ୨ ଗୁରୁତର
ଆଜି ସକାଳେ ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍ଟି ବିନିକାରୁ ସୋନପୁର ଅଭିମୁଖେ ଯାଉଥିଲା।
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।
Weather
ଆଜି ଅବପାତରେ ପରିଣତ ହେବ ଲଘୁଚାପ;୨୭ରୁ ବର୍ଷିବ
୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।