ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରୀକ୍ଷେତ୍ର ପରେ ଏକାମ୍ର କ୍ଷେତ୍ରରେ କଡ଼ାକଡ଼ି ହେଲା ନିୟମ। ପାନ, ଗୁଟଖା ଓ ମାଦକ ଦ୍ରବ୍ୟ ସେବନ କରି ପ୍ରଭୁ ଲିଙ୍ଗରାଜ ମନ୍ଦିର ଭିତରେ ପ୍ରବେଶ କରିବା ଉପରେ ରୋକ ଲାଗିବ। ନିୟମ ନ ମାନିଲେ ଉଲ୍ଲଂଘନକାରୀ ଗଣିବେ ୧୦୦ ଟଙ୍କା ଫାଇନ। ଆସନ୍ତା ୧୫ ତାରିଖରୁ ନିୟମ କଡ଼ାକଡ଼ି ଲାଗୁ ନେଇ ମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଅଭିଯୋଗରୁ ପ୍ରକାଶ, ଅନେକ ସମୟରେ ପାନ, ଗୁଟଖା ଓ ମାଦକ ଦ୍ରବ୍ୟ ସେବନ କରି ମନ୍ଦିର ଭିତରେ ପ୍ରବେଶ କରୁଥିବାରେ ଦେଖିବାକୁ ମିଳୁଛି। ଯାହାକୁ ନେଇ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହେଉଛି। ଏପରିକି ଅନେକ ସମୟରେ ଗଣ୍ଡଗୋଳ ମଧ୍ୟ ହେଉଥିବା ଦେଖିବାକୁ ମିଳୁଛି। ଏପରିକି ମନ୍ଦିର ପରିସରରେ ଅପରିଷ୍କାର ହେଉଛି। ଆଉ ଏଥିରେ ଫୁଲଷ୍ଟ୍ପ ଲଗାଇବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ଏପରି ବ୍ୟବସ୍ଥା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।