ଆଜି ରାଜଧାନୀରେ ୧୧୮

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର)ଭୁବନେଶ୍ୱରରେ ଆଉ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୬୯ ଏବଂ ୪୯ ଲୋକାଲ କଣ୍ଟାକ୍ଟ କେସ୍ ରହିଚି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(BMC)। ଏକ ଘରୋଇ ହସ୍ପିଟାଲରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଳାସପଲ୍ଲୀରୁ ୬ ଓ ଜାଗମରାରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି  ୩ ପୋଲିସ କର୍ମଚାରୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। Update on newly detected & cured #COVID19 cases […]

corona--44

corona--44

Tapas Behera
  • Published: Sunday, 02 August 2020
  • Updated: 02 August 2020, 06:13 PM IST

Sports

Latest News

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର)ଭୁବନେଶ୍ୱରରେ ଆଉ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୬୯ ଏବଂ ୪୯ ଲୋକାଲ କଣ୍ଟାକ୍ଟ କେସ୍ ରହିଚି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(BMC)। ଏକ ଘରୋଇ ହସ୍ପିଟାଲରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଳାସପଲ୍ଲୀରୁ ୬ ଓ ଜାଗମରାରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି  ୩ ପୋଲିସ କର୍ମଚାରୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

Update on newly detected & cured #COVID19 cases in the last 24 hrs under the BMC area on 2nd Aug 2020(till 9am).

Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/b6vwf12gtT

— BMC (@bmcbbsr) August 2, 2020

ସେହିପରି ୟୁନିଟ୍-୮ରୁ ୩ ଜଣ ଆକ୍ରାନ୍ତ ହୋଇଛନ୍ତି। ଆଜି ଆଉ ୧୨୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଓଡ଼ିଶାରେ ଦିନକରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୪୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୪୫ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story