ଅନୁଗୁଳ(ବିରଜା ଦାସ): ଅନୁଗୁଳରେ ବିପର୍ଯ୍ୟସ୍ତ ହୋଇପଡିଛି ଆଇନ ଶୃଙ୍ଖଳା ପରିସ୍ଥିତି। କେତେବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଶବାଗାରରୁ ମୃତକଙ୍କ ଆଖି ତାଡି ନିଆଯାଉଛି, ତ କେତେବେଳେ ନାବାଳିକା ଦୁଷ୍କର୍ମ ପରି ଲଜ୍ଜାଜନକ ଘଟଣା ଘଟୁଛି। ଏପରି ସ୍ପର୍ଶକାତର ଘଟଣା ଜିଲାରେ ବାରମ୍ବାର ଘଟି ଚାଲିଥିଲେ ବି ଅଭିଯୁକ୍ତଙ୍କ ଟେର ପାଉନି ପୁଲିସ।
ଅଭିଯୁକ୍ତ ବାହାରେ ବୁଲୁଥିବା ବେଳେ ନୀରବଦ୍ରଷ୍ଟା ସାଜିଛି ପୁଲିସ। ଏଦିଗରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ପ୍ରତିବାଦରେ ବିଜେପି ପକ୍ଷରୁ ଆଜି ବନ୍ଦ ପାଳନ କରାଯାଇଛି ।
ଏହି ବନ୍ଦ ଯୋଗୁଁ ସମସ୍ତ ଦୋକାନ, ବଜାର, ସରକାରୀ ବେସରକାରୀ ଅଫିସ, ସ୍କୁଲ, କଲେଜ ବନ୍ଦ ଥିବାବେଳେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।
Politics
ଯାଜପୁର କଳିରେ ଲମ୍ଫ ମାରିଲେ ପ୍ରମିଳା; ପ୍ରତି ଆକ୍ରମଣ କଲେ ହିମାଂଶୁ
ହିମାଂଶୁ-ଲଲ-ବବି କଳିରେ ଏଣ୍ଟ୍ରୀ ମାରି ଗଣମାଧ୍ୟମରେ ପ୍ରମିଳା କହିଥିଲେ, ଧର୍ମଶାଳା ବିଧାୟକ ମିଛ କହୁଛନ୍ତି। ଗାଡିରୁ ସେ ଓହ୍ଲାଇ ନାହାଁନ୍ତି। ତାଙ୍କୁ କିଏ ଆକ୍ରମଣ କଲା
Special
ଅପେକ୍ଷା କରିଥିଲେ ପ୍ରେମିକା! ଜେଲ୍ରୁ ଆସି ବାହାହେଲେ
ପରିବାର ଲୋକଙ୍କ ବାରଣ ଯୋଗୁ ପୂର୍ଣ୍ଣିମାଙ୍କ ସହିତ କଥାବାର୍ତ୍ତା ବନ୍ଦ କରିଦେଲେ ଶୁକଦେବ। ପୂର୍ଣ୍ଣିମା ଫୋନ୍ କଲେ ସେ ଉଠାଉନଥିଲେ। ଯାହାକୁ ନେଇ ଚିନ୍ତାରେ ପଡ଼ି ଯାଇଥିଲେ ପୂର୍ଣ୍ଣିମା।