ଆଜି ବଡ଼ ଓଷା; ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ଧବଳେଶ୍ୱର

ଆଠଗଡ଼(ନୀଳକଣ୍ଠ ଦୋରା): ଆଜି କାର୍ତ୍ତିକ ମାସର ବଡ଼ ଓଷା। ସେଥିପାଇଁ ଆଠଗଡ଼ର ବାବା ଧବଳେଶ୍ୱରଙ୍କ ପୀଠା ବେଶ୍ ଚଳଚଞ୍ଚଳ ହୋଇପଡ଼ିଛି। ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର। ରାତି ପ୍ରାୟ ୩ଟା ସମୟରେ ବାବା ଧବଳେଶ୍ୱରଙ୍କ ପହଡ଼ ଖୋଲାଯାଇ ୧୦୮ ଗରା ପବିତ୍ର ଜଳରେ ମହାସ୍ନାନ କରାଯାଇ ମଙ୍ଗଳ ଆଳତି ମଇଲମ ଆଦି ସମସ୍ତ ରୀତିନୀତି ର୍ନିଘଣ୍ଟ ସମୟ ଅନୁସାରେ ସମ୍ପାଦନ ହୋଇଛିା ଏହାପରେ ସାଧାରଣ ଲୋକଙ୍କ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି। ଆଜି ମଧ୍ୟରାତ୍ରୀରେ […]

ctc

ctc

Jyoshna Pradhan
  • Published: Sunday, 10 November 2019
  • Updated: 10 November 2019, 07:50 AM IST

ଆଠଗଡ଼(ନୀଳକଣ୍ଠ ଦୋରା): ଆଜି କାର୍ତ୍ତିକ ମାସର ବଡ଼ ଓଷା। ସେଥିପାଇଁ ଆଠଗଡ଼ର ବାବା ଧବଳେଶ୍ୱରଙ୍କ ପୀଠା ବେଶ୍ ଚଳଚଞ୍ଚଳ ହୋଇପଡ଼ିଛି। ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର। ରାତି ପ୍ରାୟ ୩ଟା ସମୟରେ ବାବା ଧବଳେଶ୍ୱରଙ୍କ ପହଡ଼ ଖୋଲାଯାଇ ୧୦୮ ଗରା ପବିତ୍ର ଜଳରେ ମହାସ୍ନାନ କରାଯାଇ ମଙ୍ଗଳ ଆଳତି ମଇଲମ ଆଦି ସମସ୍ତ ରୀତିନୀତି ର୍ନିଘଣ୍ଟ ସମୟ ଅନୁସାରେ ସମ୍ପାଦନ ହୋଇଛିା ଏହାପରେ ସାଧାରଣ ଲୋକଙ୍କ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି।

ଆଜି ମଧ୍ୟରାତ୍ରୀରେ ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧିକ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଗଜଭୋଗ ଓ ତରଣ ଲାଗି କରାଯିବ। ସେଥିପାଇଁ ପୂଜକ ପରିବାର ଭୋଗ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story