ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି ରାଜଧାନୀ ଭୁବନେଶ୍ୱର। ଟିଟିଲାଗଡ଼ ପରି ଭୁବନେଶ୍ୱରର ତାପମାତ୍ରା ୪୧.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ୧୨ ସହରର ତାପମାତ୍ର ୪୦ ଡିଗ୍ରୀ କିମ୍ବା ତା’ ଉପରେ ରହିଛି। ସେହି ସହର ଗୁଡ଼ିକ ହେଲା ଚାନ୍ଦବାଲି ୪୦.୭, କଟକ ୪୦.୧, ଅନୁଗୋଳ ୪୦.୭, ବାରିପଦା ୪୧, ତାଳଚେର ୪୦.୫, ବଲାଙ୍ଗିର ୪୧.୨, ନୟାଗଡ଼ରେ ୪୦.୦ ଡିଗ୍ରୀ, ବୌଦ୍ଧରେ ୪୦.୫ ଡିଗ୍ରୀ, ପାରଳାଖେମୁଣ୍ଡିରେ ୪୦.୦ ଡିଗ୍ରୀ ଓ ମାଲକାନଗିରି ୪୦.୨ ଡିଗ୍ରୀ ରହିଛି। ଯାହାଫଳରେ ଜୀବନ ଯାତ୍ରା ଗଭୀର ଭାବେ ପ୍ରଭାବିତ ହୋଇଛି।
ସେହିପରି ବାଲେଶ୍ୱରରେ ୩୬.୬ ଡିଗ୍ରୀ, ପାରାଦୀପରେ ୩୧.୮ ଡିଗ୍ରୀ, ଗୋପାଳପୁରେ ୩୨.୦ ଡିଗ୍ରୀ, ପୁରୀରେ ୩୨. ୮ ଡିଗ୍ରୀ, ଝାରସୁଗୁଡ଼ାରେ ୩୯.୪ ଡିଗ୍ରୀ, କେନ୍ଦୁଝରରେ ୩୭.୮ ଡିଗ୍ରୀ, ସମ୍ୱଲପୁରରେ ୩୯.୩ ଡିଗ୍ରୀ, ହୀରାକୁଦରେ ୩୮.୭ ଡିଗ୍ରୀ, ଭବାନୀପାଟଣାରେ ୩୯.୫ ଡିଗ୍ରୀ, କୋରାପୁଟରେ ୩୫.୦ ଡିଗ୍ରୀ, ସୋନପୁରରେରେ ୩୯.୪ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୩୫.୦ ଡିଗ୍ରୀ, ଛତ୍ରପୁରରେ ୩୪.୪ ଡିଗ୍ରୀ ଓ ରାୟଗଡ଼ାରେ ୩୬.୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।