ଆଜି ଉତ୍ତପ୍ତ ସହର ଭୁବନେଶ୍ୱର, ୪୧ ଡେଇଁଲା ତାପମାତ୍ରା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି ରାଜଧାନୀ ଭୁବନେଶ୍ୱର। ଟିଟିଲାଗଡ଼ ପରି ଭୁବନେଶ୍ୱରର ତାପମାତ୍ରା ୪୧.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ୧୨ ସହରର ତାପମାତ୍ର ୪୦ ଡିଗ୍ରୀ କିମ୍ବା ତା’ ଉପରେ ରହିଛି। ସେହି ସହର ଗୁଡ଼ିକ ହେଲା ଚାନ୍ଦବାଲି ୪୦.୭, କଟକ ୪୦.୧, ଅନୁଗୋଳ ୪୦.୭, ବାରିପଦା ୪୧, ତାଳଚେର ୪୦.୫, ବଲାଙ୍ଗିର ୪୧.୨, ନୟାଗଡ଼ରେ ୪୦.୦ ଡିଗ୍ରୀ, ବୌଦ୍ଧରେ ୪୦.୫ ଡିଗ୍ରୀ, ପାରଳାଖେମୁଣ୍ଡିରେ ୪୦.୦ ଡିଗ୍ରୀ ଓ […]

Heat Wave

Heat Wave

Manoranjan Sial
  • Published: Monday, 13 April 2020
  • Updated: 13 April 2020, 08:35 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି ରାଜଧାନୀ ଭୁବନେଶ୍ୱର। ଟିଟିଲାଗଡ଼ ପରି ଭୁବନେଶ୍ୱରର ତାପମାତ୍ରା ୪୧.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ୧୨ ସହରର ତାପମାତ୍ର ୪୦ ଡିଗ୍ରୀ କିମ୍ବା ତା’ ଉପରେ ରହିଛି। ସେହି ସହର ଗୁଡ଼ିକ ହେଲା ଚାନ୍ଦବାଲି ୪୦.୭, କଟକ ୪୦.୧, ଅନୁଗୋଳ ୪୦.୭, ବାରିପଦା ୪୧, ତାଳଚେର ୪୦.୫, ବଲାଙ୍ଗିର ୪୧.୨, ନୟାଗଡ଼ରେ ୪୦.୦ ଡିଗ୍ରୀ, ବୌଦ୍ଧରେ ୪୦.୫ ଡିଗ୍ରୀ, ପାରଳାଖେମୁଣ୍ଡିରେ ୪୦.୦ ଡିଗ୍ରୀ ଓ ମାଲକାନଗିରି ୪୦.୨ ଡିଗ୍ରୀ ରହିଛି। ଯାହାଫଳରେ ଜୀବନ ଯାତ୍ରା ଗଭୀର ଭାବେ ପ୍ରଭାବିତ ହୋଇଛି।

ସେହିପରି ବାଲେଶ୍ୱରରେ ୩୬.୬ ଡିଗ୍ରୀ, ପାରାଦୀପରେ ୩୧.୮ ଡିଗ୍ରୀ, ଗୋପାଳପୁରେ ୩୨.୦ ଡିଗ୍ରୀ, ପୁରୀରେ ୩୨. ୮ ଡିଗ୍ରୀ, ଝାରସୁଗୁଡ଼ାରେ ୩୯.୪ ଡିଗ୍ରୀ, କେନ୍ଦୁଝରରେ ୩୭.୮ ଡିଗ୍ରୀ, ସମ୍ୱଲପୁରରେ ୩୯.୩ ଡିଗ୍ରୀ, ହୀରାକୁଦରେ ୩୮.୭ ଡିଗ୍ରୀ, ଭବାନୀପାଟଣାରେ ୩୯.୫ ଡିଗ୍ରୀ, କୋରାପୁଟରେ ୩୫.୦ ଡିଗ୍ରୀ, ସୋନପୁରରେରେ ୩୯.୪ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୩୫.୦ ଡିଗ୍ରୀ, ଛତ୍ରପୁରରେ ୩୪.୪ ଡିଗ୍ରୀ ଓ ରାୟଗଡ଼ାରେ ୩୬.୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story