ଆଜି ସନ୍ଧ୍ୟାରେ ରାଷ୍ଟ୍ରପତିଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଆଜି ସନ୍ଧ୍ୟା ୬ଟା ୧୫ ମିନିଟ୍‌ରେ ରାଷ୍ଟ୍ରପତି  ରାମନାଥ କୋବିନ୍ଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଡାକରା କ୍ରମେ ମୁଖ୍ୟମନ୍ତ୍ରୀ ଭେଟିବାକୁ ଯାଉଥିବା  ଜଣାପଡ଼ିଛି। ତେବେ ସେ ରାଷ୍ଟ୍ରପତିଙ୍କୁ କଣ ପାଇଁ ଭେଟିବେ କିଛି ସ୍ପଷ୍ଟ ସୂଚନା ମିଳି ନାହିଁ। ଆସନ୍ତାକାଲି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ  ଫେରିବେ।

naveen-Patnaik cm

Rakesh Mallick
  • Published: Saturday, 24 February 2018
  • , Updated: 24 February 2018, 02:09 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଆଜି ସନ୍ଧ୍ୟା ୬ଟା ୧୫ ମିନିଟ୍‌ରେ ରାଷ୍ଟ୍ରପତି  ରାମନାଥ କୋବିନ୍ଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଡାକରା କ୍ରମେ ମୁଖ୍ୟମନ୍ତ୍ରୀ ଭେଟିବାକୁ ଯାଉଥିବା  ଜଣାପଡ଼ିଛି। ତେବେ ସେ ରାଷ୍ଟ୍ରପତିଙ୍କୁ କଣ ପାଇଁ ଭେଟିବେ କିଛି ସ୍ପଷ୍ଟ ସୂଚନା ମିଳି ନାହିଁ।

ଆସନ୍ତାକାଲି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ  ଫେରିବେ।

Related story